ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୩.୦୭.୨୦୨୩ // ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ନାୟକ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ , ଏସ ଡି ପି ଓ ସଦର ଶ୍ରୀ ସୁନରାମ ହେମ୍ବ୍ରମଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ମୋଟ ୧୦୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୯୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୂଜ୍ ସର୍ଭିସ୍ 

Related posts

ରାଇରଙ୍ଗପୁରରେ ବିଦ୍ୟୁତ୍ କର୍ମଚାରୀଙ୍କ ୧୧ ଦଫା ଦାବି ନେଇ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ପ୍ରତିବାଦ ସଭା

Sunil Chandra Nayak

ହାଇକୋର୍ଟରୁ ଜଳେଶ୍ଵର ବିଧାୟକ ଅଶ୍ବିନୀ କୁମାର ପାତ୍ରଙ୍କୁ ଆଶ୍ଵସ୍ତି ପାଇଁ ବିଜୟ ଉତ୍ସବ

ଦୁର୍ଗାପୂଜା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ 

masiha

Leave a Comment

error: Content is protected !!