ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ସ୍ୱାଗତ

କାମାକ୍ଷାନଗର (ମନିସ )04/07/23 ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ, କାମାକ୍ଷାନଗର ତରଫରୁ ସଭାପତି ଶ୍ରୀ ବିଷ୍ଣୁ ପ୍ରସାଦ ଦାଶ ଓ ସମ୍ପାଦକ ଶ୍ରୀ ଦୁର୍ଗା ପ୍ରସାଦ ତ୍ରିପାଠୀଙ୍କ ନେତୃତ୍ୱରେ ନୂତନ ଗୋଷ୍ଟି ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ସାହୁ ଙ୍କୁ ଅଫିସ କାର୍ଯ୍ୟାଳୟ ରେ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା. ଏହି କାର୍ଯ୍ୟକ୍ରମ ଶିକ୍ଷକ ନେତା ସତ୍ୟବ୍ରତ ରାଉଳ, ଯୁଧିଷ୍ଠିର ବିଶ୍ୱାଳ, ସନ୍ତୋଷ ମିଶ୍ର, ରାଜେନ୍ଦ୍ର ପୃଷ୍ଟି, ରାଜେଶ ସାହୁ, ପୃଥ୍ଵୀରାଜ ପଟନାୟକ, ଦିଲ୍ଲୀପ ନନ୍ଦ ଓ ପ୍ରଦୀପ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ.

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଓଡିଶା ପତ୍ରକାର ସଂଘ ଓ ସାଇପ୍ରିୟା ମଝିଘରିଆଣି ପୂଜା କମିଟି ପକ୍ଷରୁ ମାଁ ମାଇଁ ବୃକ୍ଷଟିଏ କାର୍ଯ୍ଯକ୍ରମ ଅନୁଷ୍ଠିତ

masiha

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି

Sunil Chandra Nayak

ବନ୍ଧୁଗାଁ ବ୍ଲକରେ ପ୍ରଥମେ ଲେମନ ଗ୍ରାସ ଚାରା  ଚାଷ ଆରମ୍ଭ କରି ଲୋକଙ୍କ ମୁହଁରେ ହସ ଫୁଟାଇ ଥିବା ଆନ୍ଧ୍ରପ୍ରଦେଶର ଜେ ସୁଧାକର ରେଡ୍ଡୀ ଙ୍କ ହୃଦଘାତ ମୃତ୍ୟୁ

masiha

Leave a Comment

error: Content is protected !!