ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରେଳ ଧାରଣାରେ କଟି ଜଣେ ମୃତ 

ଓଡ଼ାପଡ଼ା, ୬/୭ : ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରୋଡ ରେଳ ଷ୍ଟେସନ ମଧ୍ୟରେ ଥିବା ରେଳ ଧାରଣାରେ କଟି ଜଣଙ୍କର ମୃତ୍ୟୁ ହୋଇଛି। ବ୍ୟକ୍ତି ଜଣଙ୍କର ମୁଣ୍ଡରୁ ଗଣ୍ଡି ଅଲଗା ହୋଇ ପଡିଥିବା ଦେଖିବାକୁ ମିଳିଛି । ବ୍ୟକ୍ତି ଜଣଙ୍କ ତଳେ ପରାଯାଇଥିଵା ଏକ ଗାମୁଛା ଉପରେ ଶୋଇ ରହିଥିବା ଅବସ୍ଥାରେ କୈାଣସି ରେଳଗାଡ଼ି ଯିବା ବେଳେ ତାଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇ ଯାଇଛି।

ଢ଼େଙ୍କାନାଳ ସଦର ରୁ ତାପସ ଦାସ ଙ୍କ ରିପୋର୍ଟ 

Related posts

ଓଡିଶା ଅମଲା ସଂଘର ସପ୍ତଦଶ ରାଜ୍ୟ ସମ୍ମିଳନୀ ଉଦଯାପିତ 

ଜାମଦା ସରସ୍ବତୀ ଶିଶୁ ମନ୍ଦିରରେ ଡ.ସର୍ବପଲ୍ଲୀ ରାଧା କ୍ରୀଷ୍ଣନ୍ ଙ୍କ ପବିତ୍ର ଜୟନ୍ତୀ ତଥା ଗୁରୁ ଦିବସ ପାଳିତ

masiha

କନ୍ଧମାଳ ଜିଲ୍ଲା ସ୍ତରୀୟ ବନାଗ୍ନି ନିରାକରଣ ଓ ପ୍ରତିରୋଧ ବୈଠକ 

masiha

Leave a Comment

error: Content is protected !!