ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜଙ୍ଗଲ ମଧ୍ୟରେ ବୃକ୍ଷରୋପଣ ଓ ସଚେତନତା

ନର୍ଲା (ମନିସ) ସପ୍ତାହ ବ୍ୟାପୀ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ ଓ ବନୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ଅନ୍ତିମ ଦିନରେ ନର୍ଲା ବ୍ଲକ ଘଣ୍ଟମାଳ ପଞ୍ଚାୟତ ପରୁଆଭାଡି ଜଙ୍ଗଲରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ଅଧିନସ୍ଥ ଶାନ୍ତପୁର ବନଖଣ୍ଡ ଘଣ୍ଟମାଳ ପଞ୍ଚାୟତରେ ରେଞ୍ଜର ପଦ୍ମନାଭ କୁମାରଙ୍କ ଉପସ୍ଥିତିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟ ହରିଶଙ୍କର ମାଝୀ ଯୋଗଦେଇଥିବା ବେଳେ ଘଣ୍ଟମାଳ ସରପଂଚ ଦେବେନ୍ଦ୍ର ସା, ଫରେଷ୍ଟର ଭବାନୀ ଶଙ୍କର ପରିଚ୍ଛା , ଫରେଷ୍ଟ ଗାର୍ଡ ତୁଳସୀ ସ୍ଵାଇଁ ଓ ଗ୍ରାମବାସୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଦୀପକ ଠାକୁର/ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

କୋରାପୁଟ ଠାରେ ଜିଲ୍ଲା ସ୍ତରୀୟ ଜନଜାତି ଗୌରବ ଦିବସ ପାଳିତ 

masiha

ରାଉରକେଲା ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘ ଯୋଗ କେନ୍ଦ୍ରର ୨୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ବିଭାଜନସ୍ତରୀୟ ପlଣି ପଞ୍ଚାୟତ ପକ୍ଷ ୨୦୨୪-୨୫ ସମ୍ମିଳନୀ ଅନୁଷ୍ଠିତ 

masiha

Leave a Comment

error: Content is protected !!