ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚେକ୍ ଡେମ୍ଫରେ ଗାଧୋଓଇଲା ବେଳେ ବୃଦ୍ଧାଙ୍କ ସଲିଳ ସମାଧି

ମୟୂରଭଞ୍ଜ- ୧୪/୭ ( ମସିହା) ମୟୂରଭଞ୍ଜ ଜିଲ୍ଲାର ବାଦାମ ପାହାଡ଼ ଥାନା ଅଧିନସ୍ଥ ସୁଲାଇପାଟ ଫାଣ୍ଡି ଅନ୍ତର୍ଗତ କେଶରଗଡିଆ ଗ୍ରାମରେ ଗୁରୁବାର ଅପରାହ୍ନରେ ଉର୍ମିଳା ପାତ୍ର(୮୦) ବର୍ଷୀୟ ବୃଦ୍ଧା ଗାଧୋଉଥିବା ସମୟରେ ଗୋଡ଼ ଖସି ଯିବାରୁ ପାଣି ଭିତରେ ବୁଡ଼ି ମରିଯାଇଥିଲେ । ତାଙ୍କୁ ରାଇରଙ୍ଗପୁର ହସ୍ପିଟାଲ ଅଣାଯାଇଥିଲା । ଶୁକ୍ରବାର ଦିନ ସୁଲାଇପାଟ ଥାନାଧିକାରୀ ଏକ ଅପମୃତ୍ୟୁ ମାମଲା କେଶ ନମ୍ବର ୭/୨୩ ରୁଜୁ କରିବା ସହ ଶବକୁ ପଞ୍ଚନାମା କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

କାମାକ୍ଷାନଗର ଗସ୍ତରେ ବାଣିଜ୍ୟ ପରିବହନ ଓ ସ୍କିଲ ଡେଭଲପମେଣ୍ଟ ସଚିବ ଉଷା ପାଢ଼ୀ 

ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟରେ ହର୍ଷୋଲ୍ଲାସର ସହିତ ଚନ୍ଦ୍ରଯାନ 3 ପାଇଁ ଅଭିନନ୍ଦନ ସଭା

masiha

କନ୍ଧମାଳରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ଚାଉଳ ଲୁଟ୍‌ ଅଭିଯୋଗ : ତଦନ୍ତ ଦାବୀ 

Leave a Comment

error: Content is protected !!