ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ବାଧୀନତାର ୭୬ ବର୍ଷ ପରେ ଦୁର୍ଗମ ଅଞ୍ଚଳକୁ ବିଜୁସେତୁ ଯୋଜନାରେ ପୋଲ ନିର୍ମାଣ ପାଇଁ ଭିର୍ତ୍ତି ପ୍ରସ୍ତର ସ୍ଥାପନ

କନ୍ଧମାଳ,15/07.(ମନିସ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଗାଁକୁ ରାସ୍ତା ନ ଥିବା ବେଳେ ଏକାଧିକ ଗ୍ରାମକୁ ନଦୀ, ନାଳ ପାର ହୋଇ ଯିବା ଆସିବାରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ବିଧାୟକ ସାଲୁଗା ପ୍ରଧାନ ରାଜ୍ୟ ସରକାରଙ୍କ ନିକଟରେ ସମସ୍ୟା ଜଣାଇଥିଲେ। ଫଳରେ ଗ୍ରାମାଞ୍ଚଳରେ ବିଜୁ ସେତୁ ଯୋଜନାରେ ପୋଲ ନିର୍ମାଣ ପାଇଁ ସରକାର ଅନୁଦାନ ପ୍ରଦାନ କରିଛନ୍ତି। ସେହି କ୍ରମରେ ତିଲୋରୀ ପଞ୍ଚାୟତ ଗଇସବାନ୍ଦାଠାରୁ ଜାଗାଡି ଦେଇ ସୁଜାମାଜୁକୁ ସଂଯୋଗ ପାଇଁ ଦୁଇଟି ପୋଲ ନିର୍ମାଣ ପାଇଁ ଅନୁଦାନ ରହିଛି। ପୂର୍ବରୁ ଆଇଟିଡିଏ ପକ୍ଷରୁ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ଆଉ ଏକ ପୋଲ ସିରକାମାହା ନାଳ ଉପରେ ନିର୍ମାଣ ପାଇଁ ଭିର୍ତ୍ତି ପ୍ରସ୍ତର କରାଯାଇଛି। ଏଥିରେ ତତ୍କାଳ ତିଲୋରୀ ସମିତିସଭ୍ୟ ଇନ୍ଦ୍ରଜିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଭାବେ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ଓଟିଡିସିସିଓଏଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଦିଲୀପ କୁମାର ପ୍ରଧାନ, ତିଲୋରୀ ସରପଞ୍ଚ ଶ୍ରଦ୍ଧାଞ୍ଜଳି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକ, କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍ବାଧୀନତାର ଦୀର୍ଘ ୭୬ ବର୍ଷ ପରେ ଦୁର୍ଗମ ଗ୍ରାମ ଜାଗାଡିକୁ ସରକାରଙ୍କ ପକ୍ଷରୁ ୪ କୋଟି ୪୨ଲକ୍ଷ ଅନୁଦାନରେ ବିଜୁସେତୁ ଯୋଜନାରେ ପୋଲ ନିର୍ମାଣ କରାଯିବ। ଏହି ପୋଲ ନିର୍ମାଣ ହେଲେ ଅଞ୍ଚଳରେ ପ୍ରାୟ ୧୦ ଖଣ୍ଡ ଗ୍ରାମର ହଜାର ହଜାର ଲୋକ ଫାଇଦା ପାଇବେ ପୂର୍ବରୁ ପୋଲ ନ ଥିବା ବେଳେ ସବୁଦିନିଆ ଭଲ ରାସ୍ତାଟିଏ ମଧ୍ୟ ନ ଥିବାରୁ ରୋଗୀଙ୍କୁ ଦୋଳା ସାହାଯ୍ୟରେ ବୋହି ନଦୀ ପାର କରାଯାଉଥିଲା। ତେବେ ରାସ୍ତା ସମ୍ପ୍ରସାରଣ ପାଇଁ ସର୍ଭେ କରାଯାଇଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ବିଜୁ ସେତୁ ଯୋଜନାରେ ପୋଲ ପାଇଁ ଅନୁଦାନ ଆସିଥିବା ବିଭାଗ ପକ୍ଷରୁ କୁହାଯାଇଛି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ରାସ୍ତାରେ ପଡିରହିଛି ଅସଂଖ୍ୟ ଭୋଟରଙ୍କ ପରିଚୟ ପତ୍ର

masiha

ଗାଁ ଠୁ ସହର ସବୁଠି ଲାଗିଲା ହୋଲିର ରଙ୍ଗ: ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ହୋଲି ପର୍ବ

masiha

ପାଚିକା ସହାୟିକା ମଜଦୁର ସଂଘ ମ, ରାମପୁର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort