ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାନପୁରା ସ୍କୁଲ କ୍ୟାମ୍ପସ ନିକଟରୁ ୧୩ ଫୁଟ ଲମ୍ବର ଅଗଜର ଉଦ୍ଧାର

କାମାକ୍ଷାନଗର (ମନିସ )13/7/23  // ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କାନପୁରା ଗାଁ ସ୍ଥିତ ପଞ୍ଚାୟତରାଜ୍ ଉଚ୍ଚ ବିଦ୍ୟାଳୟ କ୍ୟାମ୍ପସ ନିକଟରୁ ଏକ ୧୩ ଫୁଟ ଲମ୍ବର ଅଜଗର ସାପ ଉଦ୍ଧାର କରାଯାଇଛି । ବିଦ୍ୟାଳୟର ରୋଷେୟା ଅଜଗର ସାପକୁ ଦେଖିବା ପରେ ସ୍ନେକ ହେଲ୍ପ ଲାଇନର ସଦସ୍ୟ ସୁଧାକର ରାଉତଙ୍କୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନର ସଦସ୍ୟ ଘଟଣା ସ୍ଥଳରେ ପହଞ୍ଚି ଅଜଗର ସାପଟିକୁ ଉଦ୍ଧାର କରିଥିଲେ । ପରେ ବନ ବିଭାଗର ସହଯୋଗରେ ଅଜଗର ସାପଟିକୁ ନିକଟସ୍ଥ ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ଛାଡି ଦିଆଯାଇଛି ।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

କନ୍ଧମାଳ ଜିଲ୍ଲା ରାଜସ୍ବ ଅମଲା ସଂଘ ତରଫରୁ ଆନ୍ଦୋଳନ ଚେତାବନୀ

Sunil Chandra Nayak

ବରିଷ୍ଠ ନାଗରିକଙ୍କ ତିରୁପତି – ଭେଲୋର ଅଭିମୁଖେ ଯାତ୍ରା ଆରମ୍ଭ

masiha

ଐତିହାସିକ ଶକ୍ତି ପୀଠରେ ମହାଶିବରାତ୍ରି

masiha

Leave a Comment

error: Content is protected !!