ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟାଳୟରେ  ଦୁଇ ହଳ ଲେଖାଏଁ ପୋଷାକ ବଣ୍ଟନ

ବନ୍ଧୁଗାଁ ତା,୧୭/୭/୨୩, ଆଜି ବନ୍ଧୁଗାଁ ନୂତନ ପ୍ରାଥମିକ ବିଦ୍ୟାଳୟରେ  ଛାତ୍ରଛାତ୍ରୀଙ୍କୁ ସ୍କୁଲ ପୋଷାକ ବଣ୍ଟନ କରାଯାଇଛି । ସ୍କୁଲ ପରିଚାଳନା କମିଟି ସଭାପତି ସୋମେଶ୍ୱର ବାଙ୍ଗାରୀ ସଂଯୋଜନାରେ ଅନୁଷ୍ଠିତ ପୋଷାକ ବଣ୍ଟନ ଉତ୍ସବରେ ସିଆରସିସି ସଞ୍ଜୟ କୁମାର ସିଙ୍ଘ ମୁଖ୍ୟଅତିଥି ଭାବେ ଯୋଗଦେଇ ପ୍ରାଥମିକ ସ୍ତରରେ ଗୁଣାତ୍ମକ ଓ ମୂଲ୍ୟ ବୋଧଭିତ୍ତିକ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ୨୬୩ ଜଣ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ପୋଷାକ ବଣ୍ଟନ କରାଯାଇଥିଲା। ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ପ୍ରତିଭା ଦାସ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ସ୍କୁଲର ସଦାମିନି ପୁହିଣ, ସନ୍ତୋଷିନି ମାଝୀ, ନାରାୟଣ ଡାକୁଆ,ଜୟପ୍ରଦା ଦାସ, କାବେରୀ ଜେନା,ଦେରିମ୍ବୁ ରଣା, ବୈଜୟନ୍ତ ମାଳା ପାତ୍ର ସହ ପରିଚାଳନା କମିଟି ସଦସ୍ୟ ଓ ବହୁ ଅଭିଭାବକ ଯୋଗଦାନ କରିଥିଲେ ।

ବନ୍ଧୁଗାଁ ରୁ ସଂଜୀବ କୁମାର ବାଙ୍ଗାରି ଙ୍କ ରିପୋର୍ଟ 

Related posts

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରେ ୨୨ ଟି ଅଭିଯୋଗର ଶୁଣାଣି 

masiha

ଉତ୍କଳ ମିଡ଼ିଆ ସାମ୍ବାଦିକ ସଙ୍ଘ, ରାୟଗଡ ଜିଲ୍ଲା ତରଫରୁ ରାୟଗଡ ବ୍ଲକ ଅନ୍ତର୍ଗତ ଆନ୍ଧ୍ର ପ୍ରଦେଶ ଓ ଓଡିଶା ସୀମାବର୍ତ୍ତୀ ଅଞ୍ଚଳରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପ୍ରଥମ ଶ୍ରେଣୀ ରୁ ସପ୍ତମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଓଡ଼ିଆ ଭାଷାର ବ୍ୟବହାର ଓ ଉନ୍ନତି ପାଇଁ ଛବିଳ ମଧୁ ବର୍ଣ୍ଣବୋଧ ପୁସ୍ତିକା ବଣ୍ଟନ 

masiha

ଓଡ଼ିଶା ସୀମାନ୍ତରେ ଡ୍ରାଇଭର ମହାସଂଘର ଧର୍ମଘଟ 

Sunil Chandra Nayak

Leave a Comment

error: Content is protected !!