ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

କଳାହାଣ୍ଡିରେ ପୁଣି ଲାଗିଲା ମାଓବାଦୀଙ୍କ ପୋଷ୍ଟର , ଜୁଲାଇ ୨୮ ରୁ ଅଗଷ୍ଟ ୩ ଯାଏଁ ଶହୀଦ ସପ୍ତାହ ପାଳନ ପାଇଁ ଆହ୍ଵାନ

କଳାହାଣ୍ଡିରେ ଲାଲବାହିନୀ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି । ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶଗଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଓ ମାର୍କେଟ କମପ୍ଲେକ୍ସରେ ମଙ୍ଗଳବାର ସକାଳୁ ମାଓବାଦୀଙ୍କ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ସରକାର ଓ ପୋଲିସର ମିଛ ପ୍ରଚାର କୁ ପ୍ରତ୍ୟାଖାନ କରନ୍ତୁ । ସତ୍ୟ ନ୍ୟାୟ ସପକ୍ଷରେ ଏକ ଜୁଟ ହେବାକୁ ଜନ ସାଧାରଣଙ୍କୁ ଆହ୍ଵାନ କରିଛନ୍ତି।ମାଓବାଦୀ ପ୍ରତିଷ୍ଠାତା କମ୍ରେଡ଼ ଚାରୁ ମଜୁମଦାରଙ୍କ ବଳିଦାନକୁ ଆସନ୍ତା ୨୮ ଜୁଲାଇରୁ ଅଗଷ୍ଟ ୩ ଯାଏ ସହିଦ ସପ୍ତାହ ଭାବରେ ପାଳନ କରିବାକୁ ଆହ୍ବାନ ଦିଆଯାଇଛି। ବି ଜି ଏନ ଡିଭିନାଲ କମିଟି ସିପିଆଇ ମାଓବାଦୀପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଛି । ମାଓବାଦୀଙ୍କ ଏହି ପୋଷ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ପ୍ରକାଶଥାଉ କି,ଗତ କିଛି ଦିନ ତଳେ କଳାହାଣ୍ଡି ଜିଲା ଏମ୍ ରାମପୁର ଥାନା ଟପରାଙ୍ଗ ଗ୍ରାମରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ଘଟଣାକୁ ନେଇ ମାଓବାଦୀ ପୋଷ୍ଟର ଲଗାଇଥିଲେ । ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ୩ ମାଓବାଦୀ ନିହତ ହୋଇଥିଲେ। ଘଟଣାକୁ ଅମାନବୀୟ କହିବା ସହ ପୋଲିସର ବର୍ବରତାକୁ ନିନ୍ଦା କରିଥିଲେ ମାଓ ସଂଗଠନ । ଏହା ସହିତ କ୍ରୁରତା ଲୁଚାଇ ଏନକାଉଣ୍ଟରର ରୂପ ଦେଇ ଖବର ପରିବେଷଣ କରିଥିବା ଗଣମାଧ୍ୟମ ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରିଥିଲା ଲାଲବାହିନୀ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ଲୁଟ ଅଭିଯୋଗରେ ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

masiha

ଗହୀର ମଥା ରେ ବୋଟ ଜବତ,13ମତ୍ସଜୀବି ଗିରଫ

masiha

ମୋବାଇଲ ଓ ବାଇକ ଲୁଟିନେଲେ ଦୁର୍ବୁତ୍ତ : ଥାନାରେ ଅଭିଯୋଗ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort