ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାଲୁ ଆକ୍ରଣରେ ବୃଦ୍ଧ ଗୁରୁତର

ଭାଲୁ ଆକ୍ରଣରେ ଜଣେ ବୃଦ୍ଧ ଗୁରୁତର । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ପିପଲଗୁଡ଼ା ଗ୍ରାମର ଜଣେ ୬୫ ବର୍ଷୀୟ ବୃଦ୍ଧ ଦେବୀ ସିଂ ମାଝି ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି । ସୂଚନା ଯୋଗ୍ୟ ଯେ ବୃଦ୍ଧ ଜଣକ ରାଉ ଜଙ୍ଗଲକୁ ଜାଳେଣି କାଠ ଆଣିବା ପାଇଁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି । ତାଙ୍କୁ ପିପଲଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ କରାଯାଉଛି ।

Related posts

ଖଇରା ମହାବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ଓ ସମ୍ୱର୍ଦ୍ଧନା ପର୍ବ

Sunil Chandra Nayak

ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ହୃଦଘାତରେ ବିୟୋଗ

Sunil Chandra Nayak

ଆନ୍ତର୍ଜାତିକ ମହିଳା ଓ ବିଶ୍ବ ପଖାଳ ଦିବସ ପାଳନ 

masiha

Leave a Comment

error: Content is protected !!