ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଏରଞ୍ଚ ମା’ ଦକ୍ଷୀଣେଶ୍ବରୀ ମନ୍ଦିର ପୀଠରେ ବୃକ୍ଷରୋପଣ

 କଟକ : କଟକ ସଦର ବୟାଳିଶମୌଜା ବେଣ୍ଟକାର ପଞ୍ଚାୟତ ଅନ୍ତର୍ଗତ ଏରଞ୍ଚ ଗ୍ରାମସ୍ଥିତ ମା’ ଦକ୍ଷୀଣେଶ୍ବରୀ ମନ୍ଦିର ପୀଠରେ ସଫେଇ କାର୍ଯ୍ୟକ୍ରମ ହେବା ସହିତ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମବାସୀଙ୍କ ପକ୍ଷରୁ ଶିକ୍ଷାବିତ୍ ସ୍ବାଧୀନ ଶେଖର ଷଡଙ୍ଗୀ,ଲଳିତ ରଜଂନ ପତି,ରବିନ୍ଦ୍ର ମହାନ୍ତି,ଦିଲ୍ଲୀପ କୁମାର ପତି, ଅନୁପମ ପତି,ତରୁଣ ଭୋଇ,ଟିକିମ ଭୋଇ,ବିକାଶ ଭୋଇ,ଯୁବ ସାମ୍ବାଦିକ ଚନ୍ଦନ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

କଟକ ସଦର ରୁ ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ 

Related posts

ମିଳିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁପ୍ରା ଠାରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ 

masiha

ଡାଇରିଆ ସଂକ୍ରମଣ ନିୟନ୍ତ୍ରଣ ପାଇଁ ଘଷିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ସାଂସଦ, ରାଜ୍ୟସଭା

masiha

ଶିକ୍ଷା ସମାଗମ ଉତ୍ସଵ ପାଳନ ଅବସରରେ ବିଦ୍ୟାଳୟରେ ଅଧ୍ୟୟନ ରତ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ଚଷମା ବଣ୍ଟନ ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!