ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଆଜି ଧର୍ମଗଡ ବ୍ଲକସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରପ୍ରାପ୍ତ ଉପଜିଲ୍ଲାପାଳ, ଧର୍ମଗଡ ବିରଞ୍ଚି ନାରାୟଣ ଦର୍ୱାନ୍,ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଷି,ବି ଡି ଓ ଶରତ ସେଠୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୨୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୯ ଜଣଙ୍କୁ ୨୭୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସରକାରୀ ଅନୁଦାନ ଜୀନା ପାଇଁ ସାତ ସପନ

Sunil Chandra Nayak

ବ୍ୟାସ କବି ଫକୀର ମୋହନ ସେନାପତି ଙ୍କ ଜୟନ୍ତୀ ପାଳିତ

Sunil Chandra Nayak

ଆଞ୍ଜୁଳାଏ ଫୁଲ’ କବିତା ସଂକଳନ ଲୋକାର୍ପିତ 

masiha

Leave a Comment

error: Content is protected !!