ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟ୍ରାକ୍ଟର ଓଲଟି ଦୁର୍ଘଟଣା ୧୫ ଜଣ ଶ୍ରମିକ ଆହତ

ଖଡ଼ିଆଳ ଥାନା କେନ୍ଦୁପାଟି ଗ୍ରାମ ପଞ୍ଚାୟତ ଖଲିଆମୁଣ୍ଡା ଗାଁ ନିକଟରେ ଟ୍ରାକ୍ଟର ଓଲଟି ଦୁର୍ଘଟଣା ୧୫ ଜଣ ଶ୍ରମିକ ଆହତ।

 ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା କେନ୍ଦୁପାଟି ଗ୍ରାମ ପଞ୍ଚାୟତ ଖଲିଆମୁଣ୍ଡା ଗାଁ ନିକଟରେ ଟ୍ରାକ୍ଟର ଓଲଟି ଦୁର୍ଘଟଣା ୧୫ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ କୌଣସି ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ  ଭର୍ତ୍ତି କରାଯାଇଛି।

ନୂଆପଡ଼ା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ସି ପି ଆଇ ଏମ୍ ର ବିକ୍ଷୋଭ, ପ୍ରତ୍ୟାହାର କରିବା ପାଇଁ ଦାବି

masiha

ପିକଅପ ଓ ଟ୍ରକ ମଧ୍ୟରେ ମୁହାଁ ମୁହିଁ ଧକ୍କା ଜଣେ ଗୁରୁତର

masiha

ଛାତ୍ରଙ୍କୁ ଫାଙ୍କିଦେଲେ କୁଳପତି ଡ. ଗୀତାଞ୍ଜଳୀ ଦାସ : ପୁଣି ଆଦାୟ ହେବ ହଷ୍ଟେଲ ଫି

Leave a Comment

error: Content is protected !!