ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋମନା ଥାନା ରେ ନୂତନ ଆଇଆଇସି ଙ୍କ ଯୋଗଦାନ

ନୂଆପଡା ଜିଲ୍ଲା କୋମନା ଥାନା ରେ ନୂତନ ଥାନା ଅଧିକାରୀ ଭାବେ ଟଙ୍କଗିରୀ ଭୋଇ ଯୋଗଦାନ କରିଛନ୍ତି । ପୂର୍ବରୁ ସେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଟି ଥାନାରେ ଆଇଆଇସି ଭାବେ କାର୍ଯ୍ୟ କରୁଥିଲେ ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଆରଏମସି ତରଫରୁ ବିଶ୍ଵ ଯୋଗ ଦିବସ ପାଳିତ 

masiha

ଇସ୍ପାତ୍ ସାହିତ୍ୟ ସଂସଦର କାର୍ଯ୍ୟକାରୀ କମିଟି ବୈଠକ 

ଦକ୍ଷିଣ କାଳୀ ମନ୍ଦିର ର ପୁରୋହିତ, ଗୁରୁ ଗୋସେଇଁ ଙ୍କ ସହିତ ଅନ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ଦିର ଟ୍ରଷ୍ଟ ଓ କର୍ମକର୍ତ୍ତା ମାନେ 

Sunil Chandra Nayak

Leave a Comment

error: Content is protected !!