ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାମ୍ବଗୁଡା ଛକରେ ବାଇକ ଦୁର୍ଘଟଣା ହୋଇ ଚାଳକ ମୃତ

ପାପଡାହାଣ୍ଡି,8/8, ମନିସ — ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଜଟାବାଲ ପଂଚାୟତ ଜାମ୍ବଗୁଡା ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ ଦୁର୍ଘଟଣା ଗସ୍ତ ହୋଇ ଚାଳକ ମୋତିରାମ ଭତରାଙ୍କର ମୃତ୍ୟୁ ହୋଇଛି | ତାଙ୍କ ଘର ମନ୍ତ୍ରୀଗୁଡା ବୋଲି ଜଣାପଡିଛି | ପୋଲିସ ଶବ ଜବତ କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛି | ସୂଚନା ମୁତାବକ ମୋତିରାମ ନିଜ ଭଉଣୀ କୁ ଛାଡିବାକୁ ଉମରକୋଟ ଯାଇ OD 24 9411ରେ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା | ତେବେ ତାଙ୍କୁ କୌଣସି ଅଜଣା ଗାଡି ଧକ୍କା ଦେଇ ଚାଲିଯାଇଥିବା ସନ୍ଦେହ କରାଯାଉଛି |

ପାପଡାହାଣ୍ଡି ରୁ ସ୍ବପ୍ନ ଜୀତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

masiha

ଅବକାରୀ ବିଭାଗ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳନ 

masiha

ମେରି ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

Leave a Comment

error: Content is protected !!