ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜୁ ଏକ୍ସପ୍ରେସ ୱେ ରେ ପୁଣି ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଟ୍ରାକ୍ଟର ଚାଳକ

ନୂଆପଡ଼ା// , ନୂଆପଡା ଜିଲ୍ଲା କୋମନା ଥାନା ମିଛାପାଲି ସ୍ଥିତ ବିଜୁ ଏକ୍ସପ୍ରେସ୍ ୱେରେ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଟ୍ରାକ୍ଟର। ଯାହା ଫଳରେ ଗୁରୁତର ଆହତ ହୋଇ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଟ୍ରାକ୍ଟର ଚାଳକ। ସ୍ଥାନୀୟ ଲୋକେ ଟ୍ରାକ୍ଟର ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଡ଼ିଆଳ ମିସନ୍ ହସ୍ପିଟାଲ୍ ରେ ଭର୍ତ୍ତି କରିଥିବା ସୂଚନା ମିଳିଛି। ବର୍ତମାନ ଘଟଣା ସ୍ଥଳରେ ତରବୋଡ ଫାଣ୍ଡି ପୋଲିସ୍ ପହଞ୍ଚି ଅଧିକ ତଦନ୍ତ କରୁଥିବା ଜଣାପଡିଛି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ

Related posts

ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାଳିକା ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ଉଦଘାଟନ ଓ ୧୦୦ ଶଯ୍ୟା ବିଶିଷ୍ଟ ବାଳକ ହଷ୍ଟେଲର ନିର୍ମାଣ ପାଇଁ ଶୁଭାରମ୍ଭ

Sunil Chandra Nayak

ଶହୀଦ ନୁଦୁରାମ ସୋରେନ ମେମୋରିଆଲ ଟ୍ରଷ୍ଟ ଏବଂ ଅଲ୍ ଇତୁନ୍ ଆଶ୍ରା ର ଛାତ୍ରଛାତ୍ରୀଙ୍କ ପଣ୍ଡିତ ରଘୁନାଥ ମୁର୍ମୁ ଙ୍କ ଜନ୍ମସ୍ଥଳୀ ଓ ସମାଧିସ୍ଥଳ ପରିଦର୍ଶନ

Sunil Chandra Nayak

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର ,ସଂଗୀତ ଜୀବନକୁ ପ୍ରାଣବନ୍ତ କରେ…..

Sunil Chandra Nayak

Leave a Comment

error: Content is protected !!