ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଜାଦିକା ଅମୃତ ମହୋତ୍ସବ ର ଅମୃତ ବଟିକା କାର୍ଯ୍ୟକ୍ରମ

ଚିଲିଗୁଡା  ତା ୧୪/୮/୨୩  ( ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଲିଗୁଡା ନୀଳମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ମୁଣ୍ଡରଗୁଡା ପଞ୍ଚାୟତ ,ଜୁନାଗଡ଼ ବନାଞ୍ଚଳ ,କଳାହାଣ୍ଡି ଦକ୍ଷିଣ ବନ ଖଣ୍ଡ ଓ ଜଙ୍ଗଲ, ପରିବେଶ ,ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଆଜାଦିକ। ଅମୃତ ମହୋତ୍ସବ ର ଅମୃତ ବ।ଟିକା ପକ୍ଷରୁ ଚିଲିଗୁଡା ନୀଳମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୭୫ ଗୋଟି ଚାରା ରୋପଣ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁର୍ଣ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଣ୍ଡରା ଗୁଡା ସରପଞ୍ଚ ତାରା ଶଙ୍କର ରାୟଗୁରୁ ,ସାମ୍ବାଦିକ ସୁନ୍ଦର ମୋହନ ଛ ତ୍ରିଆ ,ଫରେଷ୍ଟ ଗାର୍ଡ ତପସିନୀ ନ।ଏକ ,ରିନା ମାଝି ,ପିଇଓ ଆକାଶ କୁମାର ସାହୁ ଭି ଏ ଡବ୍ଲୁ ପ୍ରଦୀପ ସାହୁ , ଯୋଗାଣ ସହାୟକ ଗୋକୁଳ। ନନ୍ଦ ନ।ଏକ , ଜି ଆର ଏ ସ ଦିବଲ ଚଲାନ ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ ।।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ମାରି ଅଟକ ରଖିଲେ ଓ୍ବାର୍ଡ଼ମେମ୍ବର

masiha

ଗଛଲତାକୁ ରାକ୍ଷୀ ବାନ୍ଧିଲେ ବନ ବିଭାଗ କର୍ମଚାରୀ ଓ ବନ ସୁରକ୍ଷା ସମିତିର ସଭ୍ୟସଭ୍ୟା 

masiha

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ପୁଣି ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

masiha

Leave a Comment

error: Content is protected !!