ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନାରାୟଣପାଟଣା ଥାନାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

ନାରାଣପାଟଣା:ତା ୧୪/୮/୨୩ // କୋରାପୁଟ ଜିଲ୍ଲାର ନାରାଣପାଟଣା ଥାନାରେ ନୂତନ ଥାନା ଅଧିକାରୀ ଭାବେ ପରମାନନ୍ଦ ସୁନାନୀ ଆଜି ଯୋଗଦାନ କରିବା ସହ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ନବରଂଙ୍ଗପୁରୁ ଜିଲ୍ଲା କୋଷାଗୁମୁଡା ଥାନାର ଜଣେ ଦକ୍ଷ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉ ଥିବା ଜଣାପଡ଼ିଛି । ତେବେ ନାରାଣପାଟଣା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ସାଙ୍ଗକୁ ଜନସାଧାରଣ ଏବଂ ପୋଲିସ ବିଭାଗ ମଧ୍ୟରେ ସୁସମନ୍ୱୟ ରକ୍ଷା କରି ଉପଯୁକ୍ତ ଆଇନ ସେବା ଯୋଗାଇଦେବେ ବୋଲି ଶ୍ରୀ ସୁନାନୀ ପ୍ରକାଶ କରିଛନ୍ତି ।ଏହି ଅବସରରେ ଥାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ସୌଜନ୍ୟ ମୂଳକ ସାକ୍ଷାତ କରି ତାଙ୍କୁ ସ୍ୱାଗତ ତଥା ଶୁଭେଚ୍ଛା ଜଣାଇଛନ୍ତି ।

ବନ୍ଧୁଗାଁ ରୁ ସଂଜୀବ କୁମାର ବାଂଗାରି ଙ୍କ ରିପୋର୍ଟ 

Related posts

ସମ୍ବଲପୁରରେ ସରକାର ଲୋକଙ୍କ ଦୁଃଖ ଶୁଣିଲେ ଲୋକଙ୍କ ସରକାର ମୁଖ୍ୟମନ୍ତ୍ରୀଙ୍କ ସହିତ ୧୦ ଜଣ ମନ୍ତ୍ରୀ, ବିଭାଗୀୟ ସଚିବ ଓ ପଦାଧିକାରୀ ଉପସ୍ଥିତ

masiha

ରାଉରକେଲା ରିଜର୍ଭ ପୋଲିସ୍ ପଡିଆରେ ଉଦ୍ଘାଟିତ ହେଲା ଦ୍ବିତୀୟ ବାର୍ଷିକ ପୋଲିସ୍ କ୍ରୀଡା ମହୋତ୍ସବ-୨୦୨୫

Sunil Chandra Nayak

ସ୍ଥାୟୀ ଜମିପଟା ଦାବୀରେ ମହାଲିଙ୍ଗ ରାଜସ୍ୱ ନିରୀକ୍ଷକ କାର୍ଯ୍ୟଳୟ ସମ୍ମୁଖରେ ଧାରଣା

Sunil Chandra Nayak

Leave a Comment

error: Content is protected !!