ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂତନ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

ଜୁନାଗଡ଼,୧୫/୮(ମନସ)ନୂତନ ଭାବରେ ଗୃହୀତ ହୋଇଥିବା ୮୪୭ ଟି ନୂତନ ସାମାଜିକ ସୁରକ୍ଷା ଭତ୍ତା ର ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି. ବଳଦିଆମାଳ ଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରୀତି ରଞ୍ଜନ ଘଡେଇ ଏବଂ ମାନ୍ୟବର ବିଧାୟକ ଜୁନାଗଡ଼ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ହିତାଧିକାରୀ ମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବରେ ଜିଲ୍ଲା ପରିଷଦ ଉପଧ୍ୟାକ୍ଷା ସୁଧୀରା ମେହେର, ବ୍ଲକ ଅଧକ୍ଷା ସବିତା ମେହେର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବାଶିଷ କର, ଉପାଧ୍ୟକ୍ଷ ପ୍ରମୋଦ ବେହେରା ଏବଂ ସ୍ଥାନୀୟ ସରପଞ୍ଚ ଅର୍ଚନା ମେହେର ଯୋଗଦେଇଥିଲେ. ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ତୁଷାର ରଞ୍ଜନ ସାହୁଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପିଇଓ ନରେନ୍ଦ୍ର ରାଉତ, ଜିଆରଏସ ଗୌତମ ଦଳପତି ସହଯୋଗ କରିଥିଲେ।

ଜୁନାଗଡ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ 

Related posts

କୋରାପୁଟ ଜିଲ୍ଲା ଶିଶୁମଙ୍ଗଳ କମିଟିକୁ ରାୟଗଡ଼ ଦାୟିତ୍ୱ ଦେଲେ ସରକାର l “ଦାୟିତ୍ୱ ହସ୍ତାନ୍ତର ନକରିବାରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଲା ଭlଙ୍ଗି ଦାୟିତ୍ୱ ଗ୍ରହଣ କରାଗଲା” 

masiha

୭ ଜଣ ଚାଷୀ ଙ୍କ ୧୬ ଏକର ଜମିର ଧାନ ଗଦା ନିଆଁ ଲାଗି ପୋଡି ଯାଇଛି 

masiha

ଜବାହାର ଉଚ୍ଚ ବିଦ୍ୟାଳୟରେ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସଵ ଅନୁଷ୍ଠିତ

masiha

Leave a Comment

error: Content is protected !!