ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ରାଇରଙ୍ଗପୁର ଅବକାରୀ ବ୍ୟାପକ ଚଢାଉ; ୭୨ ଲି ଦେଶୀ ମଦ ଜବତ ସହ ୪ କୋର୍ଟ ଚାଲାଣ 

ମୟୂରଭଞ୍ଜ-୧୯/୮ ( ମସିହା)ମୟୂରଭଞ୍ଜ ଜିଲ୍ଲାର ଅବକାରୀ ସୁପରିଣ୍ଟେଡେଣ୍ଟଙ୍କ ନିର୍ଦ୍ଦେଶକ୍ରମେ ରାଇରଙ୍ଗପୁର ଅବକାରୀ ବିଭାଗର ଆଇଆଇସି ଧୀରେନ ବେହେରାଙ୍କ ନେତୃତ୍ବରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ୭୨ ଲି ବେଆଇନ ଦେଶୀମଦ ଜବତ ସହ ୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ସୂଚନାଯୋଗ୍ୟ ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ତିଳପୋଷି ଗ୍ରାମର ଭୀମ ମାଝୀ(୬୦)ଙ୍କ ପାଖରୁ ୧୭ କିମି ଦୂର,ଦାଣ୍ଡବୋଷ ଗ୍ରାମର ସାଲଖୁ କିସ୍କୁ (୫୨) ଙ୍କ ଠାରୁ ୧୮ ଲିଟର,ସାନପାଖଣା ଗ୍ରାମର ଶଙ୍କର ମହାନ୍ତ (୨୧) ଙ୍କ ଠାରୁ ୧୯ ଲିଟର ଦେଶୀ ମଦ ଜବତ କରାଯାଇଥିବା ବେଳେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନିରଞ୍ଜନ ଗ୍ରାମର ଠାକୁର ମାଝୀ(୫୩) ଙ୍କ ଠାରୁ ୧୮ ଲିଟର ଦେଶୀ ମଦ ଜବତ କରାଯାଇଛି ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ଵାଳ ଙ୍କ ରିପୋର୍ଟ 

Related posts

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ 

Sunil Chandra Nayak

ଯୁବତୀଙ୍କୁ ଗଣଦୁଷ୍କମ ଘଟଣା ରେ ଫେରାର ୩ ଅଭିଯୁକ୍ତ ଗରିଫ 

masiha

ନିଖୋଜ ଯୁବକଙ୍କ ମୃତଦେହ ରାୟପୁରରୁ ଉଦ୍ଧାର : ହତ୍ୟା ଅଭିଯୋଗ କରି ପରିବାର ଲୋକଙ୍କ ରାସ୍ତା ଅବରୋଧ

masiha

Leave a Comment

error: Content is protected !!