ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ଆଇନ ସଚେତନତା କାର୍ଯ୍ୟକ୍ରମ 

ଅଦ୍ୟ ତା-୨୨.୦୮.୨୦୨୩ ରିଖ ମଙ୍ଗଳବାର ଦିନ ଅପରାହ୍ନ ଘ.୩.୦୦ମି ରେ ସ୍ଥାନୀୟ ଆଶ୍ରମ ସ୍କୁଲ ପରିସରରେ ଲୋକ ମାନଙ୍କ ପାଇଁ ସରକାରଙ୍କ ତରଫ ରୁ ଉପଲବ୍ଧ ଥିବା ବିଭିନ୍ନ ଜନ ମଙ୍ଗଳକାରୀ ଯୋଜନା ସଂପର୍କ୍ତିତ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛିl ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଏ.ଡି.ଏମ୍ ଶ୍ରୀ ଭାସ୍କର ରଇତ, ବି.ଡି.ଓ ଶ୍ରୀ ଲଖ୍ମୀ ନାରାୟଣ ସାବତ, ଏସ୍.ଏସ୍. ଏସ୍.ଓ ଶ୍ରୀ ସୀତାକାନ୍ତ ପାଣିଗ୍ରାହି, ଆଡଭୋକେଟ ଶ୍ରୀ ସୀତାରାମ ପଣ୍ଡା, ବାବୁ ରାଜ ଗୁରୁ ଓ ଆଶ୍ରମ ସ୍କୁଲ ର ଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ l ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଅଂଶଗ୍ରହଣ କାରୀ ମାନଙ୍କୁ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଯୋଜନା ସଂପର୍କରେ ବିସ୍ତୂତ ଭାବରେ ଅବଗତ କରାଇବା ସଙ୍ଗେ ସଙ୍ଗେ ଏହି ଯୋଜନାରେ ହିତାଧିକାରୀ ମାନେ କିପରି ନିଜକୁ ପଞ୍ଜକୃତ କରାଇ ଯୋଜନାର ସୁଫଳ ଉପଲବ୍ଧ କରିପାରିବେ ସେ ସଂପର୍କରେ ଅବଗତ କରାଇଥିଲେ l ସର୍ବୋପରି ଏହି କାର୍ଯ୍ୟକ୍ରମରେ ପିତାମହଲ ପଞ୍ଛାୟତର ସରପଞ୍ଛ୍ ଓ ଲୋକ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ତମ୍ବଛଡା ଶ୍ରୀ ଶ୍ରୀ ଜ୍ଞାନ ମନ୍ଦିର ଠାରେ ବାର୍ଷିକ ଉତ୍ସବ ୨୦୨୨-୨୩ ପାଳିତ

Sunil Chandra Nayak

ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ବଲାଙ୍ଗିର ରେ ଆଦିବାସୀ ଙ୍କ ବିଶାଳ ସାଂସ୍କୃତିକ ଶୋଭାଯାତ୍ରା

masiha

ଦାଦନ ଶ୍ରମିକର ମୃତ୍ୟୁ ବେସାହାରା ସ୍ତ୍ରୀ ଓ ପୁଅ , ନୂଆଖାଇ ପଡିଲା ଫିକା

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort