ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ଜନ୍ମାଷ୍ଟମୀ ଉତ୍ସବ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ଜନ୍ମାଷ୍ଟମୀ ଉତ୍ସବ

ମ,ରାମପୁର,୬/୯( ମସୀହା):- କଳାହାଣ୍ଡି ଜିଲ୍ଲା ମ,ରାମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ରେ ଆଜି ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହେଇ ଯାଇଛି । ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ଚମରା ମହାଖୁଡ଼ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପରିଚାଳନା କମିଟି ସଭାପତି ଅଶ୍ୱିନୀ ପଣ୍ଡା, ସମ୍ପାଦକ ରଜନୀ କାନ୍ତ ମହାଖୁଡ଼, କୋଷାଧ୍ୟକ୍ଷ ହେମନ୍ତ ସାହୁ ମଞ୍ଚାସୀନ ରହିଥିଲେ । ଗୁରୁଜୀ ସରୋଜ ଘଡେଇ ମଞ୍ଚ ପରିଚାଳନା କରିଥିଲେ । ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇ ଥିଲା । ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ରେ ସମସ୍ତ ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ।

ମ.ରାମପୁର ରୁ ପରମାନନ୍ଦ ବିଶି ଙ୍କ ରିପୋର୍ଟ 

Related posts

ଶତାୟୁ,ପିଏମ୍ ଶ୍ରୀ ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ବର୍ଣ୍ଣାଢ଼୍ୟ ୭୯ତମ ସ୍ଵାଧୀନତା ଦିବସ -୨୦୨୫ ଉତ୍ସବ ପାଳିତ 

Sunil Chandra Nayak

ଜିଲ୍ଲା ପରିଷଦ ସମୀକ୍ଷା ବୈଠକ “ଏକ ପେଡ୍ ମା କେ ନାମ୍ “ର ଶୁଭାରମ୍ଭ

masiha

ଚନ୍ଦ୍ରଯାନ-୩ କୁ ଧୂମ୍ରଳାରେ ଆଙ୍କି ଚର୍ଚ୍ଚାରେ ଵେତନଟୀର ସମରେନ୍ଦ୍ର

Sunil Chandra Nayak

Leave a Comment

error: Content is protected !!