ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ଼ା ଗାୟତ୍ରୀ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ପାଳନ

ରାୟଗଡ଼ା ଗାୟତ୍ରୀ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ପାଳନ

ରାୟଗଡ଼ା: ତା: ୦୬/୦୯/୨୩ // ରାୟଗଡ଼ା ଗାୟତ୍ରୀ ନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। 

ଶିଶୁ ମନ୍ଦିର ପରିଚାଳନା ସମିତି ର କୋଷାଧ୍ୟକ୍ଷ ଶ୍ରୀ ସଂଜିବ କୁମାର ଦାଶଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ର ବିବିଧ କ୍ଷେତ୍ର ଭାରତୀୟ ମଜଦୁର ସଂଘର ରାଜ୍ଯ ସଂପାଦକ ଶ୍ରୀ ଯୋଗେଶ୍ଵର ଦାସ , ସମ୍ମାନୀୟ ଅତିଥି ଭାବେ ତଥା ଶିଶୁ ବିଦ୍ୟା ମନ୍ଦିର ପରିଚାଳନା ସମିତି ର ସଦସ୍ୟା ଶ୍ରୀମତୀ ପ୍ରଣିତା ନାୟକ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ଯୋଗେଶ୍ୱର ଦାସ ପ୍ରଦୀପ ପ୍ରଜ୍ବଳନ କରି ଉପସ୍ଥିତ ସମସ୍ତ ଶିଶୁ ଭାଇ ଭଉଣୀ ମାନଙ୍କୁ ଜନ୍ମାଷ୍ଟମୀ ଉତ୍ସବ ପାଳନ ର ମହତ୍ୱ ଉପରେ ମାର୍ଗଦର୍ଶନ କରିବା ସହିତ ଶିଶୁ ମାନଙ୍କ ମନରେ ଦେଶ ଭକ୍ତି ଭାବନାକୁ ଜୀବନ ର ଶ୍ରେୟ କରାଇବା ଏବଂ ଭଗବାନ ଶ୍ରୀକୃଷ୍ଣଙ୍କ ମୁଖାରବିନ୍ଦରୁ ସଞ୍ଚାରିତ ଅମୃତ ଧାରା ପରି ଏହି ଭବ୍ୟ କାର୍ଯ୍ୟକ୍ରମ କୁ ଆଗେଇ ନେଇଥିଲେ। ବିଦ୍ୟାଳୟ ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁଧିର କୁମାର ନେଗୀ ଉପସ୍ଥିତ ରହି ଅତିଥିମାନଙ୍କ ର ପରିଚୟ ପ୍ରଦାନ କରିଥିଲେ। ଉପସ୍ଥିତ ପରିଚାଳନା ସମିତି ର କାର୍ଯ୍ୟ କର୍ତ୍ତାମାନେ ନିଜ ବକ୍ତବ୍ୟରେ ଆଜିର ଉତ୍ସବ ର ମହତ୍ୱ ବିଷୟରେ ସମସ୍ତ ଶିଶୁ ଭାଇ ଭଉଣୀ ମାନଙ୍କୁ ଆଶିର୍ବଚନ ପ୍ରଦାନ କରିଥିଲେ। ଉତ୍ସବ ରେ ଶିଶୁ ପ୍ରାରମ୍ଭ ,ଶିଶୁ ବୋଧ ଓ ପ୍ରଥମ ଶ୍ରେଣୀର ଛାତ୍ର ଛାତ୍ରୀ ମାନେ କୃଷ୍ଣ ଵେଶରେ ଉପସ୍ଥିତ ରେ ଏକ ବର୍ଣ୍ଣାଢ୍ୟ ପରିବେଶ ସୃଷ୍ଟି ହୋଇଥିଲା। ପବିତ୍ର ବାତାବରଣ ମଧ୍ୟରେ ସମସ୍ତ କାର୍ଯ୍ୟ ସଂପାଦିତ ହୋଇଥିଲା। ଏହି ଉପଲକ୍ଷେ ବିଦ୍ୟାଳୟ ର ଛାତ୍ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଆୟୋଜିତ ବିଭିନ୍ନ ସାଂସ୍କୃତିକ ଏବଂ ଭଗବାନ ଶ୍ରୀକୃଷ୍ଣଙ୍କ ବେଶ ରେ ପ୍ରଦର୍ଶନ ରେ ଯୋଗଦାନ କରିଥିବା ଛାତ୍ର ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଉକ୍ତ ଉତ୍ସବ କାର୍ଯ୍ୟକ୍ରମରେ ଶିଶୁ ଭାଇ ଭଉଣୀ ମାନଙ୍କ ଦ୍ଵାରା ସଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀ , ଅଭିଭାବକ ଏବଂ ସମସ୍ତ ଗୁରୁଜୀ ଗୁରୁମା ମାନେ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ଉପସ୍ଥିତ ସମସ୍ତ ଗୁରୁଜୀ ଗୁରୁମା ମାନେ ପରିଚାଳିତ କରିଥିଲେ।ଶେଷରେ ବିଦ୍ୟାଳୟ ଗୁରୁଜୀ ଶ୍ରୀ ଶ୍ରୀକାନ୍ତ ରାଉତ ଉପସ୍ଥିତ ସମସ୍ତ ଛାତ୍ର ଛାତ୍ରୀ, ଅତିଥି ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଚେତନତା କାର୍ଯ୍ୟକ୍ରମ

masiha

ଆଠ ଫୁଟ ତଳକୁ ଖସିଲା ମାରୁତି କାର, ଅଳ୍ପକେ ବର୍ତିଲେ ଚାରିଜଣ

masiha

ୱାଇ ଏମ୍ ସାଇନ୍ସ ଏକାଡେମୀ ଉଦଘାଟିତ 

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort