ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜପୁର ସରସ୍ୱତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ

ରାଜପୁର ସରସ୍ୱତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ 

ଚିଲିଗୁଡା ( ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ ରାଜପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟ।ମନ୍ଦିର ଠାରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି ।ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା କୃଷ୍ଣ ଓ ରାଧା ବେଶରେ ସଜ୍ଜିତ ହୋଇ ଥିଲେ ।ଏଥିରେ ଅଂଶ ଗ୍ରହଣ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟ ଦ୍ୱାରା ସଙ୍ଗୀତ ଏବଂ ନୃତ୍ୟ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା ।ଏଥିରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଧର୍ମେନ୍ଦ୍ର ନ।ଏକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବରିଷ୍ଠ ସାମ୍ବାଦିକ ସୁନ୍ଦର ମୋହନ ଛ ତ୍ରିଆ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ଏଥିରେ ଆଚାର୍ଯ୍ୟ ଲିପନ ଯୋଶୀ କାର୍ଯ୍ୟକ୍ରମ କୁ ପରିଚାଳନା କରି ଥିବା ବେଳେ ବସନ୍ତ ଲହଜଳ ,ବୈଷ୍ଣବ ନ।ଏକ ,ସୌମ୍ୟରଂଜନ ବାରିକ ଏବଂ ଗୁରୁମା କାଳିନ୍ଦୀ ଛ ତ୍ରିଆ ,ଦୀପିକା କୁମାର ,ଅନିତା ପାଣିଗ୍ରାହୀ ,ଯ।ଜ୍ଞସେନି ନ।ଏକ ,ଜୋଶନ। ଦୁର୍ଗା ,ଏବଂ ଲଳିତା ବାଗ ପ୍ରମୁଖ ସହଯୋଗ କରିଥିଲେ ।କାର୍ଯ୍ୟକ୍ରମ ରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ଡାବୁଗାଁରେ ପୋଲିଂ ଅଧିକାରୀ ମାନଙ୍କୁ ତାଲିମ କାର୍ଯ୍ୟକ୍ରମ

masiha

ରାଇରଙ୍ଗପୁର ଆଦର୍ଶ ସ୍କୁଲରେ ୨ ଛାତ୍ର ଭୂବନେଶ୍ବର ଆଇକନିକ ଆଦର୍ଶ ସ୍କୁଲରେ ପଢିବା ପାଇଁ ଯୋଗ୍ୟତା ହାସଲ କରିଛନ୍ତି

Sunil Chandra Nayak

ବିପର୍ଯ୍ୟୟ ପରିଚାଳନା ମୋକଡ୍ରିଲ ଅନୁଷ୍ଠିତ

masiha

Leave a Comment

error: Content is protected !!