ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର

ନବରଙ୍ଗପୁର, ୧୩/0୯( ମସିହା ) ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନୋଡ଼ାଲ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ, ତାରାଗାଁ ଠାରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ “POCSO Act and Victim Compensation prescribed under the POCSO Act including NALSA’s Compensation Scheme for Women victims /survivors of sexual assault/other crimes-2018 and Safety on Social Media Platform, Cyber Laws etc. କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ. ସଂଜୀବ ଦୁବେଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଆଈନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ଜନକ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ନବରଙ୍ଗପୁର ଶ୍ରୀଯୁକ୍ତ ରେଶମଲାଲ ନାୟକ, ଜିଲ୍ଲା ପରାମର୍ଶଦାତା, ଅରୁଣା, ଜିଲ୍ଲା ଶିଶୁ ସୁରକ୍ଷା ସମିତି, ନବରଙ୍ଗପୁର ଶ୍ରୀମତୀ ପ୍ରଭାସିନୀ ପଟ୍ଟନାୟକ ଓ ଶ୍ରୀଯୁକ୍ତ ସନ୍ଦୀପ ପଣ୍ଡା, ବିଦ୍ୟାଳୟର ଶିକ୍ଷକ ପ୍ରମୁଖ ଯୋଗ ଦେଇଥିଲେ ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ଆଈନ ବିଷୟରେ ସଚେତନ କରିଥିଲେ। ସଭା ଶେଷରେ ଶ୍ରୀଯୁକ୍ତ ସନ୍ଦୀପ ପଣ୍ଡା, ଶିକ୍ଷକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ଦ୍ଵାରା ପରିଚାଳନା କରଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଏସବିଆଇ ରେ ସ୍ବାସ୍ଥ୍ୟ ସଚେତନତା ଶିବିର

masiha

ମଣ୍ତିରେ କାର୍ଯ୍ଯରତ ହେମାଲଙ୍କ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପତ୍ର ପଦାନ

Sunil Chandra Nayak

ବିଧବା ପତ୍ନୀଙ୍କୁ ସାହାଯ୍ୟ କଲା ଧର୍ମଗଡ଼ ଉପଖଣ୍ଡ ବସ କର୍ମଚାରୀ ସଂଘ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort