ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୀଲମ ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ 

ନୀଲମ ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ 

ରାଉରକେଲା/ ସାମାଜିକ ଅନୁଷ୍ଠାନ ନୀଲମ ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନ ତରଫରୁ ବୃଦ୍ଧବ୍ୟକ୍ତି ତଥା ଦିବ୍ୟାଙ୍ଗ ଙ୍କ ପାଇଁ ଏକ ହୁଇଲ ଚେୟାର ରେଲୱେ ଷ୍ଟେସନର ମହାପ୍ରବନ୍ଧକ ପ୍ରଭାସ ଦାଶଙ୍କୁ ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟ ଟିକେଟ ନୀରିକ୍ଷକ ମାନିକଲାଲ ମହାପାତ୍ର, ଅନୁଷ୍ଠାନର ଅଧ୍ୟକ୍ଷ ପ୍ରତିମା ସାହୁ, ଉପାଧ୍ୟକ୍ଷ ଗ୍ରେସୀ ଡେଭିଡ,ରୂପେଶ ଅଗ୍ରୱାଲ,ଅଭିଷେକ ସିଂହ, ବିଜୟ ସୁନ୍ଦରରାୟ, ବିଶ୍ବଜିତ ରାଉତ, ବିଶ୍ବଭୂଷଣ ମହାପାତ୍ର, ଜିତେନ ମହାନ୍ତି,ଲକ୍ଷ୍ମୀ, ଅଶୋକ ଦକ୍ଷିଣ ରାୟ ପ୍ରମୁଖ ଉପସ୍ଥିତ ଥିଲେ । ଷ୍ଟେସନ ମହାପ୍ରବନ୍ଧକ ଶ୍ରୀ ଦାଶ ଅନୁଷ୍ଠାନର ଏପରି କାର୍ଯ୍ୟକୁ ପ୍ରଶଂସା କରିବା ସହ, ସାମାଜିକ ପ୍ରତିବଦ୍ଧତା ଓ ଏହା ଅନ୍ୟମାନଙ୍କ ପାଇଁ ଉଦାହରଣ ହୋଇପାରିବ ବୋଲି ମତ ରଖିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଡ୍ରିମ୍ ଟିମ୍ ଫାଉଣ୍ଡେସନର ଅଷ୍ଟମ ପ୍ରତିଷ୍ଠା ଦିବସ

Sunil Chandra Nayak

କାଳ ବୈଶାଖିର ତାଣ୍ଡବ,ଜଣକ ଘର ଭାଙ୍ଗିଲା

ଝରାଡିହି ଵହଳଦା ରୋଡ଼ ଷ୍ଟେସନରେ ଟ୍ରେନ ଦୁର୍ଘଟଣାରେ ବୃଦ୍ଧ ମୃତ

masiha

Leave a Comment

error: Content is protected !!