ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗଡ଼ିଲା ଭୋଟର ସଚେତନତା ରଥ

ଗଡ଼ିଲା ଭୋଟର ସଚେତନତା ରଥ

କାମାକ୍ଷାନଗର (ମନିସ )15/9/23 // ଆଜି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ତରଫରୁ ଭୋଟର ସଚେତନତା ରଥକୁ କାମାକ୍ଷାନଗର ଉପଜିଲ୍ଲପାଳ ଶ୍ରୀ ନାରାୟଣ ଚନ୍ଦ୍ର ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ନିର୍ବାଚନ ଦାୟିତ୍ଵ ରେ ଥିବା ସହକାରୀ ଜିଲ୍ଲାପାଳ ଦୀପକ କୁମାର ମିଶ୍ର, ଅନ୍ୟତମ ସହକାରୀ ଜିଲ୍ଲାପାଳ ମଦନ ମୋହନ ଜେନା ତଥା କାର୍ଯ୍ୟାଳୟ ର ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଷୋଳପ୍ରହର ନାମଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ଏଫଏମୟୁରେ ପ୍ରାକ ସାଧାରଣତନ୍ତ୍ର ଦିବସ ପ୍ୟାରେଡ ଚୟନ ଶିବିର

masiha

ଜିଲ୍ଲା ଶିକ୍ଷାଧିକାରୀଙ୍କ କ୍ଲଷ୍ଟର ସ୍ତରୀୟ ବୈଠକ ପରିଦର୍ଶନ

masiha

Leave a Comment

error: Content is protected !!