ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ

ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ

କନ୍ଧମାଳ,23/09/23(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି ଅବସରରେ ଟାଉନର ଗୁଳିମରାପଦା ସାହି, ପଣଷପଡି ,ଖଜୁରିନାଳ, ବଡ଼ଗାଁ ,କାମପଡା , ବାରଖମା, ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଏବଂ ପଣଷପଡି ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଜରିଆରେ ଅମୃତ କଳସ ଯାତ୍ରା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସିଆରପିଏଫ ସଦସ୍ୟ ମାନେ ଉକ୍ତ ସାହି ବାସିନ୍ଦା ଓ ଗ୍ରାମବାସୀ ତଥା ଅଞ୍ଚଳର ସମସ୍ତ ଜନ ପ୍ରତିନିଧିଙ୍କ ନିକଟରେ ପହଞ୍ଚି ହାତରେ ମାଟି କଳସ ନେଇ”ମେରୀ ମାଟି, ମେରା ଦେଶ” ବୋଲି ଶପଥ ଗ୍ରହଣ କରିଥିଲେ। ଏଥିରେ ୧୨୭ ବାଟାଲିୟନ ସିଆରପିଏଫ ର କମାଣ୍ଡାଣ୍ଟ ଆନନ୍ଦ ଝା ଅତିଥି ଭାବେ ଯୋଗଦେଇ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପ କମାଣ୍ଡେଣ୍ଟ ବିପିନ କୁମାର ତଥା ସହାୟକ କମାଣ୍ଡେଣ୍ଟ କୁମାର ରାଘବେନ୍ଦ୍ର, ୱାର୍ଡ ପ୍ରତିନିଧି, ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ପଣଷପଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନମିତା ପ୍ରହରାଜ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା ସିଆରପିଏଫର ଜବାନ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।

କନ୍ଧମାଳ ରୁ ସଞ୍ଜୟ କୁମାର ପାଣିଗ୍ରାହି ଙ୍କ ରିପୋର୍ଟ 

Related posts

ବନମହୋତ୍ସବ ସପ୍ତାହ ପାଳନ ଅବସରରେ ବୃକ୍ଷ ରୋପଣ

ଜୁନାଗଡ଼ ଏନ.ଏ.ସି ରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

masiha

ଡ୍ରାଇଭର ମହାସଂଘ କୁ ପୁର୍ଣ ସମର୍ଥନ ଜଣାଇଲା ଜିଲ୍ଲା ଯୁବ କଂଗ୍ରେସ , ଯୋଗ ଦେଲେ ଜିଲ୍ଲା ପରିଷଦ ସଭ୍ୟା ଡ. ଲିପିକା ମାଝୀ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort