ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସିଆରପିଏଫ ବାଟାଲିୟନ ତରଫରୁ ସ୍ୱାଧୀନତାର ଅମୃତ ମହୋତ୍ସବ 

ସିଆରପିଏଫ ବାଟାଲିୟନ ତରଫରୁ ସ୍ୱାଧୀନତାର ଅମୃତ ମହୋତ୍ସବ 

କନ୍ଧମାଳ:24/09/23:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୨୭ ସିଆରପିଏଫ ବାଟାଲିୟନ ତରଫରୁ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି l ଏହି ଅବସରରେ ବାଲିଗୁଡା ବ୍ଲକ ଅଧିନସ୍ଥ ସୀତାପଡି, ଜକିକିଆ, ତଗାକିଆ, ମାଲୁମିଲା ମୁଣ୍ଡପାରହା, ବାଟାଗୁଡା ଓ ଦେଉଳପଙ୍ଗା ଗ୍ରାମରେ “ସ୍ୱାଧୀନତାର ଅମୃତ ମହୋତ୍ସବ” ଅଭିଯାନ ଅନ୍ତର୍ଗତରେ “ମେରୀ ମାଟି, ମେରା ଦେଶ” କାର୍ଯ୍ୟକ୍ରମ ଜରିଆରେ ଅମୃତ କଳସ ଯାତ୍ରା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସିଆରପିଏଫ ସଦସ୍ୟ ମାନେ ଉକ୍ତ ଗ୍ରାମର ବାସିନ୍ଦା, ସରପଞ୍ଚ ଓ ଗ୍ରାମବାସୀ ତଥା ଅଞ୍ଚଳର ସମସ୍ତ ଜନ ପ୍ରତିନିଧିଙ୍କ ନିକଟରେ ପହଞ୍ଚି ହାତରେ ମାଟି କଳସ ନେଇ”ମେରୀ ମାଟି, ମେରା ଦେଶ” ବୋଲି ଶପଥ ଗ୍ରହଣ କରିଥିଲେ। ଏଥିରେ ୧୨୭ ବାଟାଲିୟନ ସିଆରପିଏଫ ର କମାଣ୍ଡାଣ୍ଟ ଆନନ୍ଦ ଝା ଅତିଥି ଭାବେ ଯୋଗଦେଇ ସ୍ୱାଧୀନତାର ଅମୃତ ମହୋତ୍ସବ କାର୍ଯ୍ୟକ୍ରମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପ କମାଣ୍ଡେଣ୍ଟ ବିପିନ କୁମାର ତଥା ସହାୟକ କମାଣ୍ଡେଣ୍ଟ କୁମାର ରାଘବେନ୍ଦ୍ର, ୱାର୍ଡ ପ୍ରତିନିଧି ତଥା ଅଶୋକ ମଳିକ, ପ୍ରଶାନ୍ତ ମଳିକ, ସରପଞ୍ଚ ମିଡିଆକିଆ ଏବଂ ନେହେରୁ ଯୁବ କେନ୍ଦ୍ର ର କର୍ମକର୍ତ୍ତା, ସିଆରପିଏଫର ଜବାନ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଯୋରନ୍ଦା ର ଉଭୟ ଗୋଷ୍ଠୀ ସନ୍ୟାସୀ ମାନଙ୍କ ସହିତ ଆଲୋଚନା 

Sunil Chandra Nayak

ଭବାନିପାଟଣାରେ ଜିଲ୍ଲାସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

Sunil Chandra Nayak

ରିଲିଫ ମିଳିନଥିବାକୁ ନେଇ ବ୍ଲକ ପରିସରରେ ହୋ ହାଲ୍ଳା 

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort