ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉଦଯାପିତ ହେଲା ବ୍ଲକ ସ୍ତରୀୟ କ୍ରୀଡା 

ଉଦଯାପିତ ହେଲା ବ୍ଲକ ସ୍ତରୀୟ କ୍ରୀଡା 

ତେନ୍ତୁଳିଖୁଣ୍ଟି ୨୫/୦୯/୨୩.ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ସରକାରୀ ନୋଡାଲ ବାପୁଜୀ ଉଚ୍ଚବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ସରକାର ଙ୍କ ନିର୍ଦେଶ ପ୍ରକାରେ ଏହି ପ୍ରତିଯୋଗିତା ଦୁଇ ଦିନ ଧରି ଚାଲିଥିଲା। ପ୍ରଥମ ଦିନ 12ବର୍ଷ ରୁ କମ ଓ ଦ୍ୱିତୀୟ ଦିନ 17ବର୍ଷରୁ କମ ପୁଅ ଝିଅ ଭାଗ ନେବେ ଯେଉଁ ମାନେ କୃତିତ୍ୱ ଅର୍ଜନ କରିବେ ସେହିମାନେ ଜିଲ୍ଲା ସ୍ତରରେ ଭାଗ ନେଇ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେବେ। ଶିକ୍ଷକ ଉମରସିଂ ନାୟକ ଅଧ୍ୟକ୍ଷତାରେ କ୍ରୀଡା ପ୍ରତିଯୋଗିତା ଆୟୋଜିତ ହୋଇଛି। ଉଦଯାପାନୀ ଦିବସ ରେ ମୁଖ୍ୟ ଅତିଥି ଭାବେ ତେନ୍ତୁଳିଖୁଣ୍ଟି ଗୋଷ୍ଟୀଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ମନୋଜ କୁମାର ପାଣିଗ୍ରାହୀ, ଓ ସମ୍ମାନୀୟ ଅତିଥି ଭାବେ ବ୍ଲକ ଶିକ୍ଷା ଧିକାରୀ ସୌମେନ୍ଦ୍ର ଭୌମିକ, ଅତିରିକ୍ତ ଗୋଷ୍ଟି ଶିକ୍ଷାଧିକାରୀ ମୋହନ ମଧୁସୂଦନ ବାଘ,ସାମ୍ବାଦିକ ଗୋପାଳ କୃଷ୍ଣ ନାୟକ ଓ ବାରିଜ ପଟ୍ଟନାୟକ ରହିଥିବା ବେଳେ ଖେଳ ପରିଚାଳନା ଶାରୀରିକ ଶିକ୍ଷକ ରବୀନ୍ଦ୍ର ମୁଦୁଲି, ମନୋଜ ପୂଜାରୀ, ବିଶ୍ୱଜିତ ବାନି କ, ଉମେଶ ମଲ୍ଲିକ, ହିମାଂଶୁ ଶେଖର ଦାସ, ସୁନିତା ଖେଶ, ଅନିଲ ଦାସ, ମିନା ମହାନ୍ତି, ବି ରୋଜା କୁମାରୀ, ଉଷାରାଣି ମହାନ୍ତି,ଙ୍କ ସହ ସମସ୍ତ ଶାରୀରିକ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ l ଏହା ସହ ବିଦ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ଆଜି ଦ୍ୱିତୀୟ ଦିନ ସିନିଅର ପିଲାମାନେ ଦୌଡି, କୁଦ, ଫିଙ୍ଗିବା, ଫୁଟବଲ, ଖୋକ ପ୍ରବୃତ୍ତି ଖେଳ ଅନୁଷ୍ଠିତ ସହ କୃତି ପ୍ରତିଯୋଗୀ ଙ୍କୁ ପୁରସ୍କାର ବିତରଣ ଅତିଥି ମାନଙ୍କ ଦ୍ୱାରା ବିତରଣ କରାଯାଇଛି l 

   ଗୋବର୍ଦ୍ଧନ ସାହୁ ,ତେନ୍ତୁଳିଖୁଣ୍ଟି

Related posts

ପି.ଏମ୍.ଶ୍ରୀ ଚିଚୈଗୁଡା ସରକାରୀ ହାଇସ୍କୁଲରେ ପି.ଏମ୍.ଶ୍ରୀ ବାର୍ଷିକ କ୍ରୀଡା

masiha

କିନ୍ନର ମାନଂକ ଇଷ୍ଟ ଦେବୀ ପୁଜା ପାଳିତ

Sunil Chandra Nayak

୧- ଦଶୀପୁର ଅଞ୍ଚଳରେ ହାତୀ ଉପଦ୍ରବ ଧାନକ୍ଷେତ ଉଜୁଡ଼ିଲା,ଚିନ୍ତାରେ ଚାଷୀ , ୨- ନୂଆ ଏସପି ଏବେ ଆକ୍ସନ ମୁଡ୍‌ରେ,ନଷ୍ଟ କରାଗଲା ବିକଟାଳ ଶବ୍ଦ କରୁଥିବା ସାଇଲେନ୍ସର , ୩-ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ,୨ ଆହତ , ୪- ୪ ଗାଡ଼ି ଜବତ,୩୬ ହଜାର ଜରିମାନା ଆଦାୟ ନାବାଳକଙ୍କ ପାଇଁ ୨୫ ହଜାର ତଣ୍ଡ ଗଣିଲେ ଅଭିଭାବକ , ୫- ନୀତି ଆୟୋଗ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ସୁଶ୍ରୀ ଶାଳିନୀ ପଣ୍ଡିତ , ୬- ପୋଲିସ ହେପାଜତ ରୁ ଖସି ପଳାଇବା ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ , ୭- ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଢେଙ୍କାନାଳର ବୟସ୍କ ନାଗରିକଙ୍କ ସହ ଭାବ ବନ୍ଧନ କାର୍ଯ୍ୟକ୍ରମ , ୮- ୪୨ତମ ପିଙ୍ଗୁଆ କପ ୨0-୨0 କ୍ରିକେଟ ଟୁର୍ନାମେଣ୍ଟ  ୧୯ ଅକଟୋବର ୨0୨୬ରୁ ଉଦଘାଟନ , ୯- ସାପ କାମୁଡ଼ାରେ ବାଳିକା ର ମୃତ୍ୟୁ  , ୧୦- ଜିଲ୍ଲାପାଳ ,ଏସ ପି ଙ୍କ ଜନ ଶୁଣାଣି : ୧୦୦ ଟି ଅଭିଯୋଗରୁ ୬ ଟି ସମାଧାନ , ୧୧-ଆନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳିତ , ୧୨- ବିଜେଡି ପକ୍ଷରୁ ନାଗିଆପଶି ପଞ୍ଚାୟତ କମିଟି ବୈଠକ, ୧୩- ସହିଦ ବାଜିରାଉତ ବଳିଦାନ ଦିବସ ପାଳିତ , ୧୪-ବିଜେଡି ସଦର ବ୍ଲକ କମିଟି ନୂତନ କର୍ମକର୍ତ୍ତା ଚୟନ ଓ ବୈଠକ , ୧୫ – ନିଜର ନେତ୍ର ଦାନ କରି ଉଦାହରଣ ସାଜିଲେ ଉଦୟ , ୧୬-ଅଜଗର ଉଦ୍ଧାର

Sunil Chandra Nayak

Leave a Comment

error: Content is protected !!