ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ସେବା ସପ୍ତାହରେ ସେବା କାର୍ଯ୍ୟ ଓ ପଣ୍ଡିତ ଦୀନଦୟାଲଜୀଙ୍କ ଜୟନ୍ତୀ ପାଳନକଲା ବିଜେପି

ସେବା ସପ୍ତାହରେ ସେବା କାର୍ଯ୍ୟ ଓ ପଣ୍ଡିତ ଦୀନଦୟାଲଜୀଙ୍କ ଜୟନ୍ତୀ ପାଳନକଲା ବିଜେପି

ରାଉରକେଲା/ ଆଜି ରାଉରକେଲା ବିଜେପି ଜିଲ୍ଲା କାର୍ଯ୍ୟାଳୟରେ, ବିଜେପି ପାନପୋଷ ସାଂଗଠନିକ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭାରତୀୟ ଜନସଂଘର ପ୍ରଖର ରାଷ୍ଟ୍ରୀୟ ନେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ସାଂସଦ ତଥା ସଂସଦୀୟ ପ୍ରତିରକ୍ଷା କମିଟିର ଅଧ୍ୟକ୍ଷ ଜୁଏଲ ଓରାମ ଓ ଉପସ୍ଥିତ ସମସ୍ତ ନେତୃବୃନ୍ଦ ପଣ୍ଡିତ ଦୀନଦୟାଲଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀ ଓରାମ ତାଙ୍କ ବକ୍ତବ୍ୟରେ ଦିନଦୟାଲଜୀଙ୍କ ବାଲ୍ୟକାଳର ଦୁଃଖଦ ଘଟଣାବଳୀ ସହିତ ତାଙ୍କର ସଂଘର୍ଷମୟ ଜୀବନୀ, ରାଜନୌତିକ ଓ ରାଷ୍ଟ୍ରୀୟତା ଚିନ୍ତାଧାରା ଉପରେ ଆଲୋକପାତ କରିଥିଲେ। ଏକାତ୍ମ ମାନବବାଦର ପ୍ରଣେତା ଓ ଅନ୍ତୋଦୟ ର ପ୍ରବର୍ତ୍ତକ ଥିଲେ ପଣ୍ଡିତ ଦିନଦୟାଲ। ୩୭୦ ଧାରାକୁ ଉଚ୍ଛେଦ କରିବା ଥିଲା ତାଙ୍କର ରାଷ୍ଟ୍ରୀୟତା ଚିନ୍ତାଧାରା, ଯାହାକୁ ଯସ୍ୱଶି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ଯ୍ୟରେ ପରିଣତ କଲେ । ରାଜ୍ୟ ମୁଖପାତ୍ର ଧିରେନ୍ ସେନାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗବନ୍ଧୁ ବେହେରା ଓ ନିହାର ରାୟ, ଜିଲ୍ଲା ଉପସଭାପତି ସୁବ୍ରତ ପଟ୍ଟନାୟକ ଆଦି ନେତୃବୃନ୍ଦ ପଣ୍ଡିତ ଦିନଦୟାଲଜୀଙ୍କ ସୃତି ଚାରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ, ଜିଲ୍ଲା ଓ ମଣ୍ଡଳ ସ୍ତରୀୟ ନେତୃମଣ୍ଡଳୀ ଓ କର୍ମୀ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମ ପରେ ଶ୍ରୀ ଓରାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସେବା ସପ୍ତାହ ପାଳନ ଅବସରରେ ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ର ପରିସରରେ ଜିଲ୍ଲା ଯୁବ ମୋର୍ଚ୍ଚା ଦ୍ଵାରା ଆୟୋଜିତ କରାଯାଇଥିବା ଭ୍ରାମ୍ୟମାଣ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅଙ୍କୁଶ ବର୍ମାଙ୍କ ନେତୃତ୍ୱରେ କରାଯାଇଥିଲା ଏବଂ ବହୁ ଯୁବ କର୍ମୀ ରକ୍ତଦାନ କରି ଥିଲେ । ଏହାପରେ ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ର ଅନ୍ତର୍ଗତ ସେକ୍ଟର ୨୦ ସ୍ଥିତ କୋଏଲ ବୈକୁଣ୍ଠ ବସ୍ତିରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ଜିଲ୍ଲା ସଭାପତି ଜଗବନ୍ଧୁ ବେହେରା ଙ୍କ ନେତୃତ୍ୱ ଓ ଜିଲ୍ଲା ଅନୁସୂଚୀତ ଜାତି ମୋର୍ଚ୍ଚା ସଭାପତି ରୋହିତ ତନ୍ତିଙ୍କ ସହଯୋଗ ରେ ଆୟୋଜିତ ଭ୍ରାମ୍ୟମାଣ ନେତ୍ର ପରୀକ୍ଷା ଶିବିରର ଉଦଘାଟନ କରିଥିଲେ ଶ୍ରୀ ଓରାମ । ବହୁ ବସ୍ତିବାସିନ୍ଦା ଏଥିରେ ଯୋଗଦେଇ ମୁକ୍ତ ଆଖି ପରୀକ୍ଷା କରିଥିଲେ ।ଉପରୋକ୍ତ କାର୍ଯ୍ୟକ୍ରମରେ ବହୁ ନେତା, କର୍ମୀ ଓ ଶୁଭେଚ୍ଛୁ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ହାତ ସେ ହାତ ଯୋଡ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

Sunil Chandra Nayak

ବିଜେଡି ପକ୍ଷରୁ ଦୁର୍ଗମ ତ୍ରିଲୋଚନପୁରରେ ପଥପ୍ରାନ୍ତ ସଭା

masiha

ଓଲମା ଠାରେ ବିଜେପିର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort