ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅବ୍ୟବସ୍ଥିତ ଶିକ୍ଷା ବ୍ୟବସ୍ଥାକୁ ନେଇ ଅଭିଭାବକଙ୍କ ଉଦବେଗ,,!!

ଅବ୍ୟବସ୍ଥିତ ଶିକ୍ଷା ବ୍ୟବସ୍ଥାକୁ ନେଇ ଅଭିଭାବକଙ୍କ ଉଦବେଗ,,!!

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗୁଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା ଓ ପରିଚାଳନା ଗତ ଅବହେଳା ଯୋଗୁଁ ବିଭିନ୍ନ ସମସ୍ୟା ଦେଖାଦେଇଛି।ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନ୍ୟତ୍ର ବଦଳି ହୋଇଥିବା ବେଳେ ସେ ନିଜର ଚାର୍ଜ ମସାଧିକ ସମୟ ବିତିଯାଇଥିଲେ ସୁଦ୍ଧା ପ୍ରଦାନ କରିନାହାନ୍ତି।ଯାହାଫଳରେ ମଧ୍ୟାହନ୍ନ ଭୋଜନ, ଡ୍ରେସ ବଣ୍ଟନ, ଓ ଅନ୍ୟାନ୍ୟ ପରିଚାଳନାରେ ଅସୁବିଧା ସୃଷ୍ଟି ହେଉଛି। ଏହି ବିଷୟରେ ବାରମ୍ବାର କତ୍ତୃପକ୍ଷ୍ୟଙ୍କୁ ଜଣାଇଥିଲେ ମଧ୍ୟ ସୁଫଳ ମିଳି ନାହିଁ।ଏ ବିଷୟରେ ପ୍ରଶାସନ ଯଥାଶୀଘ୍ର ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଅଭିଭାବକ ମାନେ ଚେତାବନୀ ଦେଇଛନ୍ତି।

ସୁନ୍ଦର ମୋହନ ଛତ୍ରିଆ ଙ୍କ ରିପୋର୍ଟ 

Related posts

ଗତିପୁଟ : କେନ୍ଦୁପତ୍ର ତୋଳାଳୀ ରାଜ୍ୟ ସରକାର ଙ୍କ ସାମାଜିକ ସୁରକ୍ଷା ସୁବିଧା ରୁ ବଞ୍ଚିତ 

ଭାଟକୁମରଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା 

Sunil Chandra Nayak

କ୍ବାଲିଟି ସର୍କଲ ଫୋରମ ଅଫ ଇଣ୍ଡିଆ ର ଦ୍ବଦିବସୀୟ କାର୍ଯ୍ୟକ୍ରମ ଆସନ୍ତା ୨୩ରୁ….

masiha

Leave a Comment

error: Content is protected !!