ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ– ୨୦୨୩, ପାଳିତ

ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ– ୨୦୨୩, ପାଳିତ 

 ଆଜି ତା -୦୧.୧୦.୨୦୨୩ ରିଖରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ, ୨୦୨୩ ରାୟଗଡ଼ ସ୍ଥିତ ଅଶୋକ କଲ୍ଯାଣ ମଣ୍ଡପରେ ଅନୁଷ୍ଠିତ ହୋଇଅଛି । ଉକ୍ତ ଦିବସରେ ପୂର୍ବାହ୍ନ ୮ ଘଟିକା ସମୟରେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଯୋଗାଭ୍ଯାସ କରାଯିବା ସହ ସେମାନଙ୍କୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ସକାଳ ୯ ଘଟିକା ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତ ସବୁଜ ପତାକା ଦେଖାଇ ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନେଇ ଏକ ଜିଲ୍ଲାସ୍ତରୀୟ ପଦଯାତ୍ରାର ଶୁଭାରମ୍ଭ କରିଥିଲେ, ଯାହା ଅଶୋକ କଲ୍ଯାଣ ମଣ୍ଡପ ଠାରୁ ଆରମ୍ଭ କରି ଷ୍ଟେଟ ବ୍ଯାଙ୍କ ମୁଖ୍ୟ ଶାଖା ଛକ ପର୍ଯ୍ୟନ୍ତ ପହଞ୍ଚି ସେଠାରୁ ପୁଣି ଅଶୋକ ମଣ୍ଡପ ଠାରେ ଶେଷ ହୋଇଥିଲା। ଏହା ପରେ ୧୦ ଘଟିକା ସମୟରେ ଏକ ସାଧାରଣ ସଭାର ଆୟୋଜନ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ମନ୍ତ୍ରୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ ବିକାଶ ତଥା ଆଇନ ବିଭାଗ, ଓଡିଶା, ସରକାର, ଶ୍ରୀଯୁକ୍ତ ଜଗନ୍ନାଥ ସାରକା, ମାନ୍ୟବର ବିଧାୟକ, ରାୟଗଡ ନିର୍ବାଚନ ମଣ୍ଡଳୀ, ଶ୍ରୀଯୁକ୍ତ ମକରନ୍ଦ ମୁଦୁଲି, ମାନ୍ୟବର ଉପଦେଷ୍ଟା, ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା, ଶ୍ରୀଯୁକ୍ତ ସୁଧୀର ଦାଶ,  ଜିଲ୍ଲା ପରିଷଦ, ରାୟଗଡ଼, ସୁଶ୍ରୀ ସରସ୍ଵତୀ ମାଝୀ, ସମ୍ମାନନୀୟ ଅତିରିକ୍ତ ଜିଲ୍ଲାପାଳ ରାୟଗଡ଼, ଶ୍ରୀ ଭାସ୍କର ରଇତ,ସମ୍ମାନନୀୟ, ଅଧ୍ୟକ୍ଷ, ମ୍ଯୁନିସିପାଲିଟି, ରାୟଗଡ, ଶ୍ରୀ ପି. ମହେଶ ପଟ୍ଟନାୟକ,ସମ୍ମାନନୀୟ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ରାୟଗଡ଼, ଶ୍ରୀ ବିଜୟ କୁମାର ନନ୍ଦ, ସମ୍ମାନନୀୟା, ଉପ ଜିଲ୍ଲାପାଳ, ରାୟଗଡ଼, ଶ୍ରୀମତୀ କଲ୍ଯାଣୀ ସଙ୍ଘମିତ୍ରା ଦେବୀ, ସମ୍ମାନନୀୟା ଅଧ୍ୟକ୍ଷ।, ସମ୍ମାନନୀୟା ଅଧକ୍ଷ୍ୟା, ପଞ୍ଚାୟତ ସମିତି, ରାୟଗଡ଼, ସୁଶ୍ରୀ ଟୁନି ହୁଇକା, ସମ୍ମାନନୀୟ ଉପାଧ୍ୟକ୍ଷ, ପଞ୍ଚାୟତ ସମିତି, ରାୟଗଡ଼, ଶ୍ରୀ ହରପ୍ରସାଦ ହେପୃକା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ରାୟଗଡ଼, ଶ୍ରୀ ବସନ୍ତ କୁମାର ପ୍ରଧାନ, ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରାୟଗଡ଼, ଶ୍ରୀ କାଳୁ ଚରଣ ନାୟକ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ, ଶ୍ରୀ ଭି ଏଲ ଏନ ରାଜୁ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଗୁଣୁପୁର, ଶ୍ରୀ ଏଲ. ସନ୍ତୋଷ କୁମାର ସଭାରେ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହୀ ମଞ୍ଚ ପରିଚାଳନାର ଦାୟିତ୍ଵକୁ ସୂଚାରୁ ରୂପେ ତୁଲାଇ ଥିଲେ । ଏହି କାର୍ଯ୍ୟକ୍ରମରେ ରାୟଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଚିତ୍ରାଙ୍କନ ଓ ବକୃତା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଉଚ୍ଚ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା ପୁରସ୍କାର ବଣ୍ଟନ କରାଗଲା । ଏତଦବ୍ୟବିତ ୩୦୦ ଜଣଙ୍କୁ ମଧୁବାବୁ ଭତ୍ତା ସହ ୫ ଜଣ ବରିଷ୍ଠ ନାଗରିକଙ୍କୁ ଆଶାବାଡି ଓ ଜଣେ ବରିଷ୍ଠ ନାଗରିକଙ୍କୁ ଶ୍ରବଣ ଯନ୍ତ୍ର ଆଦି ବଣ୍ଟନ କରାଗଲା । ଏହାପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଯଥା ନୃତ୍ୟ ଓ ନାଟକ ପରିବେଷଣ କରଯାଇ ବରିଷ୍ଠ ନାଗରିକଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରଯାଇଥିଲା । ଏହି ଦିବସରେ ସମସ୍ତ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ସହ କନିଷ୍ଠ କିରାଣୀ ଓ ପି.ଏ ମାନେ ଏହି କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ପରିଚାଳନା କରିଥିଲେ ।

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବିଷାକ୍ତ ସାପ କାମୁଡା ରେ ଜଣେ ମହିଳା ଙ୍କ ମୃତ୍ୟୁ 

masiha

ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୂପାନ୍ତରିକରଣ ଲୋକାର୍ପିତ

masiha

ଟସର ପୋକର ଜନ୍ମ ମଣିଷ ପାଇଁ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort