ଆଞ୍ଚଳିକବାଲୁକା କଳା ରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି by masihaOctober 9, 2023036 Share0 ବାଲୁକା କଳା ରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି କର୍ଲାମୁଣ୍ଡା: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ ତମ ଜୟନ୍ତୀ ଉପଲକ୍ଷେ ବାଲୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁ ୬ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି l କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା