ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟି ର ୫ ଦିନିଆଁ କେରଳ, କର୍ଣ୍ଣାଟକ, ତାମିଲନାଡୁ ଗସ୍ତ ,ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ 

ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟି ର ୫ ଦିନିଆଁ କେରଳ, କର୍ଣ୍ଣାଟକ, ତାମିଲନାଡୁ ଗସ୍ତ ,ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ 

ବଲାଙ୍ଗିର ତା.୧0.୧0  // ଭାରତ ସରକାର ଙ୍କ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସମ୍ପର୍କିତ ସଂସଦୀୟ ସ୍ଥାୟୀ କମିଟି ଚଳିତ ମାସ ୧୧ତାରିଖ ରୁ ୧୫ ତାରିଖ ପର୍ଯ୍ୟନ୍ତ ୫ଦିନିଆଁ କେରଳ, କର୍ଣ୍ଣାଟକ, ତାମିଲନାଡୁ ଗସ୍ତ ରେ ଓଡିଶା ରୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସାମିଲ ହୋଇଛନ୍ତି l ଏହି ସଂସଦୀୟ କମିଟି ବନ୍ୟପ୍ରାଣୀ ସୁରକ୍ଷା ସଂଶୋଧିତ ଆଇନ, ଜଙ୍ଗଲ ସଂରକ୍ଷଣ ସଂଶୋଧିତ ଆଇନ,ଜୈବିକ ବିବିଧତା ଆଇନ,ଜାତୀୟ ଉଦ୍ୟାନ, ସଂରକ୍ଷିତ ଜଙ୍ଗଲ,ସମ୍ବନ୍ଧରେ ଅନୁଧ୍ୟାନ କରିବା ସହିତ ଜଙ୍ଗଲ ପରିବେଶ ମନ୍ତ୍ରଣାଳୟର ଉଚ୍ଚ କର୍ତୃପକ୍ଷ, ବିଭାଗୀୟ ଅଧିକାରୀ,ବିଭିନ୍ନ ସଙ୍ଗଠନ ର କର୍ମକର୍ତ୍ତା ମାନଙ୍କ ସହିତ ଆଲୋଚନା କରିବ ବୋଲି ସୂଚନା ମିଳିଛି l

ବଲାଙ୍ଗୀର ରୁ ଦୁର୍ଯ୍ୟୋଧନ ବର୍ଗେ ଙ୍କ ରିପୋର୍ଟ 

Related posts

ରାଇରଙ୍ଗପୁର ରେ ଓଡିଶା ବିଦ୍ୟୁତ୍ କର୍ମଚାରୀ ମହାସଂଘ ତରଫରୁ ଶ୍ରମିକ ଦିବସ ପାଳିତ

“ଖୋଳ କରି ଚାଲି ଯିବେ ଡେପୁଟେସନଧାରୀ”ଖଣି ବିଭାଗରେ ଅଲାଜୁକ ଆଲୋକ କିଏ ?

masiha

ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!