ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁରେ ନୂତନ ବନାଞ୍ଚଳ ଅଧକାରୀଙ୍କ ଯୋଗଦାନ 

ଡାବୁଗାଁରେ ନୂତନ ବନାଞ୍ଚଳ ଅଧକାରୀଙ୍କ ଯୋଗଦାନ 

 ଡାବୁଗାଁ, ୧୨/୧୦ (ମ.ନି.ସ.)- ଗୁରୁବାର ନବରଙ୍ଗପୁର ଜିଲା ଡାବୁଗାଁ ବନାଞ୍ଚଳ କାର୍ଯ୍ୟ|ଳୟରେ ନୂତନ ବନାଞ୍ଚଳ ଅଧିକାରୀ ଭାବେ ତଡିତ ସ୍ଵାଇଁ ଗୁରୁବାର ଯୋଗଦାନ କରିଛନ୍ତି | ସେ ପୂର୍ବରୁ ନବରଙ୍ଗପୁର ବନାଞ୍ଚଳ କାର୍ଯ୍ୟ|ଳୟରେ କାର୍ଯ୍ୟ କରୁଥିଲେ | ଡାବୁଗାଁ ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗ ଙ୍କ ର ରାଉଲକେଲା ବନଖଣ୍ଡ ଅଧୀନ ବାଙ୍କୀ ବନାଞ୍ଚଳ କାର୍ଯ୍ୟ|ଳୟକୁ ବଦଳି ହୋଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଶ୍ରୀ ଶ୍ରୀ ଜ୍ଞାନ ମନ୍ଦିର ଗୁରୁଜୀ ଓ ଗୁରୁମାତା ମାନଙ୍କୁ ନେଇ ନୂଆଁଖାଇ ଭେଟଘାଟ ସଭା ଓ ଏକ ଦିନିଆ ତାଲିମ ଶିବିର ଆୟୋଜିତ

Sunil Chandra Nayak

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ 

Sunil Chandra Nayak

ଚନ୍ଦ୍ର ମଣି ନାଟ୍ୟ ସଂଘ ନଭେମ୍ବର ରେ ପାଳନ କରିବ ଶତ ବାର୍ଷିକୀ ଉତ୍ସବ

Sunil Chandra Nayak

Leave a Comment

error: Content is protected !!