ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ନାମଯଜ୍ଞ ପାଇଁ ଶୁଭଖମ୍ୱ ସ୍ଥାପନ

ତେରେସିଂହାରେ ନାମଯଜ୍ଞ ପାଇଁ ଶୁଭଖମ୍ୱ ସ୍ଥାପନ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ବେଲପଡ଼ା ଠାରେ ମାଁ ଗଜଲକ୍ଷ୍ମୀ ପୂଜାର ୨୪ବର୍ଷ (ଦ୍ୱିତୀୟ ସଂକଳ୍ପ) ପୂର୍ତ୍ତି ଅବସରରେ ଷୋହଳ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହେବ l ଏଥି ପାଇଁ ବୁଧବାର ଶୁଭଖମ୍ବ ସ୍ଥାପନ ହୋଇ ଯାଇଛି l ଏଥିରେ କର୍ତ୍ତା ଭାବେ ଗ୍ରାମର ପୂର୍ବତନ ସରପଞ୍ଚ ଚତୃଭୁଜ ରଣା ଓ ତାଙ୍କ ଧର୍ମପତ୍ନୀ କୁମାରୀ ରଣା ଯଜ୍ଞକର୍ତ୍ତା ଦାୟିତ୍ୱରେ ରହିଥିବା ବେଳେ ପୂଜକ ଡୋଳାମଣି ପଣ୍ଡିଆ ପୂଜାକାର୍ଯ୍ୟ ସଂପାଦନ କରିଥିଲେ l ଏହି ଅବସରରେ ମାଁ ଗଜଲକ୍ଷ୍ମୀ ପୂଜା କମିଟୀର ସଭାପତି ଯୁଗଳ କିଶୋର ନାଏକ, ଉପ-ସଭାପତି ରଶ୍ମି ରଞ୍ଜନ ରଣା, ସମ୍ପାଦକ କ୍ଷେତ୍ରମଣି ରଣା, ସହ-ସମ୍ପାଦକ ବସନ୍ତ କୁମାର ସାହୁଙ୍କ ସମେତ ଗ୍ରାମର ଅନେକ ଭକ୍ତ ବୃନ୍ଦ ଉପସ୍ଥିତ ରହିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ପ୍ରକୃତି ବନ୍ଧୁ ପୁରସ୍କାର ପାଇଁ ସନତ କୁମାର ସାହୁ ମନୋନୀତ

ଶ୍ରୀଜଗନ୍ନାଥଙ୍କ ପରମ୍ପରା ଓଡ଼ିଶାର ସଂସ୍କୃତିକୁ ମହାନ୍ କରିଛି , ମ୍ୟୁଜିକ ସର୍କଲର ୨୮ତମ ବିଜୟା ଉତ୍ସବ ପାଳିତ

masiha

କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୬ତମ ଜିଲ୍ଲା ସ୍ତରୀୟ ଗୁରୁଦିବସ ଉତ୍ସବ ଆୟୋଜିତ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort