ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜରଙ୍କୁ ଧକ୍କା ଦେଲା ପଲାସା ଏକ୍ସପ୍ରେସ୍, ମଧ୍ୟରେ ବଡ ଟ୍ରେନ୍ ଦୁର୍ଘଟଣା

ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜରଙ୍କୁ ଧକ୍କା ଦେଲା ପଲାସା ଏକ୍ସପ୍ରେସ୍, ମଧ୍ୟରେ ବଡ ଟ୍ରେନ୍ ଦୁର୍ଘଟଣା

୬ଜଣଙ୍କ ମୃତ୍ୟୁ ସୂଚନା…. ହେଲ୍ପ ଲାଇନ ନମ୍ବର ଜାରୀ

ବିଜୟନଗରମ କଣ୍ଟକାପଲ୍ଲୀ ନିକଟରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଦୁର୍ଘଟଣା ଘଟିଛି । ସିଗନାଲ ପାଇଁ ଅପେକ୍ଷା କରିଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜରଙ୍କୁ ପଛପଟୁ ଧକ୍କା ଦେଇଛି ପଲାସା ଏକ୍ସପ୍ରେସ୍ । ଆନ୍ଧ୍ର ପ୍ରଦେଶର ଆଲମଣ୍ଡା ଓ କଣ୍ଟକାପଲ୍ଲୀ ଷ୍ଟେସନ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ରାୟଗଡ଼ା ପାସେଞ୍ଜରର ୪ରୁ ୫ଟି ବଗି ଲାଇନଚ୍ୟୁତ ହୋଇଛି ।

ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଗୁରୁତର ଭାବେ ଆହତ ହୋଇଥିବା କୁହାଯାଉଛି । ମୃତାହତଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଂକା କରାଯାଉଛି । ବିଶାଖାପାଟଣା ଏବଂ ବିଜୟନଗରମ ଠାରୁ ଦୁର୍ଘଟଣା ରିଲିଫ ଟ୍ରେନ୍ ଯାଇଛି । ବିଶାଖାପାଟଣା ଠାରୁ ଡିଆରଏମ୍ କାର୍ଯ୍ୟାଳୟ ଅଧିକାରୀ ମଧ୍ୟ ଘଟଣାସ୍ଥଳକୁ ଯାଇଥିବା ଜଣାପଡିଛି । ଅନ୍ୟପଟେ ସ୍ଥାନୀୟ ପ୍ରଶାସନ ଓ ଉଦ୍ଧାରକାରୀ ଟିମ୍ ରେସ୍କ୍ୟୁ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ତେବେ ବିଦ୍ୟୁତ୍ ତାର ଛିଣ୍ଡି ଥିବାରୁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଘଟଣା ପୂରା ଘଟଣା ଉପରେ ନଜର ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଆହତଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ହେଲ୍ପ ଲାଇନ ନମ୍ବର ଜାରୀ କରାଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଯୁବକଙ୍କ ମୃତ ଦେହ ଉଦ୍ଧାର 

masiha

ବନ୍ୟା ଆଶଙ୍କାରେ ଖଇରା ବଜାର ଓ ଆଳଦା ଗ୍ରାମବାସୀ, ପୂର୍ତ୍ତ ବିଭାଗର ଅସହଯୋଗରୁ ଉଠିପାରିଲାନି ବିଦ୍ୟୁତ ଖୁଣ୍ଟ

masiha

ହୃଷିକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୀତକାଳୀନ ସ୍ବତନ୍ତ୍ର ଶିବିର ଉଦଯାପିତ 

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort