ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନର୍ଲା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୩୦.୧୦.୨୦୨୩ // ଆଜି ନର୍ଲା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତ୍ରିଲୋଚନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନର୍ଲା ବି ଡି ଓ ଶ୍ରୀ ଏମ ଜଗଜିବନ ଚୌଧୁରୀ, ତହସିଲଦାର ଶ୍ରୀ ବିଶ୍ବରଂଜନ କହଁର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୪୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ପ୍ରଦୀପ କୁମାର ଗଉଡ଼ ଙ୍କ ରିପୋର୍ଟ୍ 

Related posts

ପୁଲୱାମା ସହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ର

masiha

ବେଦବ୍ୟାସ ବିକାଶ ମଞ୍ଚର ୧୧ ଦଫା ଦାବି ନେଇ ଜନସଚେତନତା କାର୍ଯ୍ୟକ୍ରମ

masiha

ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ, ସେକ୍ଟର – ୬ ରାଉରକେଲାରେ ହ୍ୟାକାଥନ ଓ କୋଡ଼ିଙ୍ଗ ପ୍ରଶିକ୍ଷଣ

Sunil Chandra Nayak

Leave a Comment

error: Content is protected !!