ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପୌର ସଫେଇ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ପୌର ସଫେଇ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ଢେ଼ଙ୍କାନାଳ(ମ ସୀ ହା)୧୩/୧୧_ଆଜି ପୁରୁଣା ଜିଲ୍ଲା ପରିଷଦ ହଲ୍ ଠାରେ ପୌର କର୍ମଚାରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ଓ ରୋଟାରୀ କ୍ଲବ ପକ୍ଷରୁ ସମ୍ବର୍ଦ୍ଧତି କରାଯାଇଛି l ଚଳିତ ବର୍ଷ ପବିତ୍ର ଗଜଲକ୍ଷ୍ମୀ ପୂଜା ଅବସର ରେ ନିଷ୍ଠା ସହିତ ଜଡିତ ହୋଇ ସହରକୁ ସଫା ସୁତୁରା ଓ ସ୍ଵାସ୍ଥ୍ୟକର କରିଥିବାରୁସମସ୍ତ୍ ସଫେଇ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଅଛି l ପୁରୁଣା ଜିଲ୍ଲା ପରିଷଦ ହଲ୍ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୋରଞ୍ଜନ ମଲ୍ଲିକ, ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାପାତ୍ର, ଜିଲ୍ଲା ପରିଷଦର ମୂଖ୍ୟ ନିର୍ବାହୀଅଧିକାରୀ ଜ୍ୟୋତି ଶଙ୍କର ସାହୁ, ପୌର ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ରାଉତ, ପୌରଯନ୍ତ୍ରୀ ଶ୍ରୀମତୀ ରଶ୍ମିତା ରାଉତ୍, ଜିଲ୍ଲା କଳା ସଂସ୍କୃତି ସଂଘର ଉପ ସଭାପତି ଶ୍ରୀ ଅବନୀ କୁମାର ମିଶ୍ର, ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଶ୍ରୀ ରାଜେନ୍ଦ୍ର ଦାସ ଏବଂ ରୋଟାରୀଆନ ଇପିଲି ଶ୍ରୀଧର ଉପସ୍ଥିତ ରହି ପୌର ସଫେଇ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥଲେ l

ନାୟକ ଅକ୍ଷୟ ରାଜହସ୍ତୀଙ୍କ ରିପୋର୍ଟ୍

Related posts

ଗୁଣପୁର ଓକିଲ ସଂଘ ପକ୍ଷରୁ ଓକିଲ ଦିବସ ପାଳିତ  ମଧୁବାବୁଙ୍କୁ ଭାରତରତ୍ନ ଦେବାକୁ ପ୍ରସ୍ତାବ 

masiha

ଛତିକୁଡା କିଡିଙ୍ଗ ରାସ୍ତାର ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଗ୍ୟାସ୍ ଟ୍ୟାଙ୍କର୍….  ପ୍ରଶାସନ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି

Sunil Chandra Nayak

ଆଜି ସମଗ୍ର ବିଶ୍ବ ପାଳନ କରୁଅଛି ବିଶ୍ୱଏଡସ୍ ଦିବସ -2024.

masiha

Leave a Comment

error: Content is protected !!