ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚାଷୀ ମାନଙ୍କୁ କୃଷି ସାମଗ୍ରୀ ବଣ୍ଟନ 

ଚାଷୀ ମାନଙ୍କୁ କୃଷି ସାମଗ୍ରୀ ବଣ୍ଟନ 

ଡାବୁଗାଁ, ୧୭/୧୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ମେଦନା ଗ୍ରାମ ପଞ୍ଚାୟତ କାର୍ଯ୍ୟ|ଳୟ ସଭାଗୃହରେ ନବରଙ୍ଗପୁର ଜିଲା ଆଦିବାସୀ ଉନ୍ନୟନ ସଂସ୍ଥା ତରଫରୁ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଯୋଜନା ମାଧ୍ୟମରେ ଚାଷୀ ମାନନକୁ ମକା ଓ ପନିପରିବା ବିହନ ମାଗଣାରେ ପ୍ରଦାନ କରାଯାଇଛି | ଏହି ଅବସରରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚାଷୀ ମାନଙ୍କୁ ବିହନ ବଣ୍ଟନ କରାଯାଇଛି | ଏଥିରେ ମେଦନା ପଞ୍ଚାୟତର ୪ ଟି ଗ୍ରାମର ଚାଷୀ ମାନଙ୍କୁ ବିହନ ବଣ୍ଟନ କରାଯାଇଛି | ଏଥିରେ ସମ୍ମାନୀତ ଅତିଥି ଭାବେ ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ସରପଞ୍ଚ ସୁମିତ୍ରା ମାଝି, ଆଇଟିଡିଏ ପ୍ରୋଜେକ୍ଟ ମ୍ୟାନେଜର ଗୋବିନ୍ଦ ସିଂ, ପୁଷ୍ପାଞ୍ଜଳି ସିକ, ସୁଶୀଲ ମେହେର, ଅଞ୍ଜନ କୁମାର ସାମଲ ଓ ଚାଷୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନୂଆ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଯାପିତ 

masiha

ବ୍ଲକ କର୍ମଚାରୀଙ୍କ ପୁଣି କାର୍ଯ୍ୟ ବନ୍ଦ ଆନ୍ଦୋଳନ

Sunil Chandra Nayak

ଜିଲ୍ଲାସ୍ତରୀୟ ବିକାଶ ମେଳା  ୨୦୩୬ ମସିହା ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ_ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ 

masiha

Leave a Comment

error: Content is protected !!