ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୃଷ୍ଣ ଗଡତିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନ ମେଳା 

କୃଷ୍ଣ ଗଡତିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଜ୍ଞାନ ମେଳା 

ରାଉରକେଲା/ କୁଆଁରମୁଣ୍ଡା ଶିକ୍ଷା ଅଧିକାରୀ ଙ୍କ ନିର୍ଦ୍ଦେଶକ୍ରମେ କୁଆଁରମୁଣ୍ଡା ଅଧିନରେ ଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରଙ୍କ ପ୍ରତିଭା କୁ ଆଖି ଆଗରେ ରଖି ବିଭିନ୍ନ ପ୍ରକଳ୍ପ କୁ ନେଇ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ୧୮ଟି ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା। ଏହି ପ୍ରକଳ୍ପ ମଧ୍ୟରୁ ସ୍ବାସ୍ଥ୍ୟ ଓ ସ୍ବଛତା ପ୍ରକଳ୍ପ ପ୍ରଥମ ସ୍ଥାନ, ସୋଲାର ସିଷ୍ଟମ ଦ୍ବିତୀୟ ସ୍ଥାନ ଓ ଚନ୍ଦ୍ର ଯାନ ତୃତୀୟ ସ୍ଥାନ ଅଧିକାର କରିଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭିଷଣ ତନ୍ତୀ ଛାତ୍ର ଛାତ୍ରୀ ମାନଙ୍କ ବୈଜ୍ଞାନିକ ମନୋଭାବ କୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଆର୍ ଜି ଏଚ୍ କୁ ରାଜଧାନୀ ହସ୍ପିଟାଲର ମାନ୍ୟତା ସହିତ ବିବିଧ ସମସ୍ୟାର ସମାଧାନ ପାଇଁ ବିଜେପିର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ସ୍ମାରକ ପତ୍ର ପ୍ରଦାନ

masiha

ଜି-୨୦ ଜନଭାଗିଦାରୀ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ସଚେତନତା

ମ୍ୟୁଜିକ୍ ସର୍କଲ ଓ ସୁନ୍ଦରଗଡ଼ ଜିଲ୍ଲା ଲେଖିକା ସଂସଦର ମିଳିତ ଆନୁକୂଲ୍ୟରେ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

masiha

Leave a Comment

error: Content is protected !!