ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ 

ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ 

ରାଉରକେଲା/ ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମନ୍ବୟ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟ ସାମାଜିକ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା କାର୍ଯ୍ୟକ୍ରମ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ସାମାଜିକ କାର୍ଯ୍ୟକ୍ରମରେ ସଂଯୋଜିକା ଅଧ୍ୟାପିକା ରୀତା ରାୟ ସ୍ବାଗତ ଭାଷଣ ରଖିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନେ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ବୈକୁଣ୍ଠ ଘାଟ ପରିସ୍କାର ପରିଛନ କରିଥିଲେ। ତାହା ସହିତ ଛାତ୍ର ଛାତ୍ରୀ ମାନେ ନିଶା ନିବାରଣ, ପ୍ଲାଷ୍ଟିକ ବର୍ଜନ ଇତ୍ୟାଦି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

କାଳ ବୈସାଖି ତାଣ୍ଡବ – ଉଡେଇଲା ଘରର ଆଜ୍ ବେଷ୍ଟର  ସିଟ , ପର ପିଣ୍ଡାରେ ୨ ଗ୍ରାମବାସି

ଅଁଳାବେରେଣୀ ଠାରେ ଅଙ୍ଗନଓ୍ବାଡିକର୍ମୀ ଙ୍କ ବୈଠକ

Sunil Chandra Nayak

ଅବସର ଦିନ ରେ ହିଁ ଅବସରକାଳୀନ ସମସ୍ତ ପ୍ରାପ୍ୟ ପ୍ରଦାନ କଲେ ଗୋଷ୍ଠୀ ଶିକ୍ଷାଧିକାରୀ

Sunil Chandra Nayak

Leave a Comment

error: Content is protected !!