ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୀ ରାମଚନ୍ଦ୍ର ଭଂଜଦେଓ ବିଶ୍ବ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ନୂଆ-ଓ କାର୍ଯ୍ୟକ୍ରମ କାର୍ଯ୍ୟକ୍ରମରେ ଯୋଗ ଦେଲେ 5T ଅଧ୍ୟକ୍ଷ ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ

ଶ୍ରୀ ରାମଚନ୍ଦ୍ର ଭଂଜଦେଓ ବିଶ୍ବ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ନୂଆ-ଓ କାର୍ଯ୍ୟକ୍ରମ

କାର୍ଯ୍ୟକ୍ରମରେ ଯୋଗ ଦେଲେ 5T ଅଧ୍ୟକ୍ଷ ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ

ଶିକ୍ଷକଙ୍କ ମାର୍ଗ ଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏ: 5T ଅଧ୍ୟକ୍ଷ

ମୟୂରଭଞ୍ଜ -୧୯./୧୨ ( ମସିହା) ରାଜ୍ୟରେ ଯୁବ ଶକ୍ତିର ବିକାଶ ପାଇଁ ଓଡ଼ିଶା ସରକାରଙ୍କର ଅନ୍ୟତମ ପ୍ରୟାସ ନୂଆ – ଓ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ସ୍ଥିତ ଶ୍ରୀ ରାମଚନ୍ଦ୍ର ଭଞ୍ଜ ଦେଓ ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ। ସମଗ୍ର ଜିଲ୍ଲାରୁ ଆସିଥିବା ମହାବିଦ୍ୟାଳୟ ଏବଂ ବିଶ୍ଵବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ପାଇଁ ଏହି ଦିବସବ୍ୟାପି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବାରିପଦାଠାରେ ବିଶ୍ବବିଦ୍ୟାଳୟ ପଡିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ନୂଆ ଓଡିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ। ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀ ମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି । ଏହି କାର୍ଯ୍ୟକ୍ରମ ଦ୍ବାରା ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହିତ ସେମାନଙ୍କର ସାମଗ୍ରିକ ବ୍ୟକ୍ତିତ୍ବର ବିକାଶରେ ମଧ୍ୟ ଏହା ସହାୟକ ହେବ। ଏହାସହିତ ପାଠପଢାରେ ମଧ୍ୟ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।ଶିକ୍ଷକଙ୍କ ମାର୍ଗ ଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏ ବୋଲି ଶ୍ରୀ ପାଣ୍ଡିଆନ୍ ମତ ଦେଇ ପ୍ରାଚୀନ ଗୁରୁ ଶିଷ୍ୟ ପରମ୍ପରା ର ଉଦାହରଣ ଦେଇଥିଲେ। ଏହି ଦିବସବ୍ୟାପି କାର୍ଯ୍ୟକ୍ରମରେ ଓଡ଼ିଆ ସିନେ ଜଗତର ପୁରୁଖା ଅଭିନେତା ତଥା ନିର୍ଦ୍ଦେଶକ, କୁନା ତ୍ରିପାଠୀ, ସୁନାମଧ୍ୟାନ୍ୟ ସଂଗୀତଜ୍ଞ ମଣ୍ଟୁ ଛୁରିଆ, ହାସ୍ୟ ଅଭିନେତା ମଳୟ କୁମାର ଏବଂ ବିଭିନ୍ନ ନୃତ୍ୟ ଗ୍ରୁପ ପ୍ରମୁଖ ନିଜ କଳାର ପ୍ରଦର୍ଶନ କରି ଉଚ୍ଚ ପ୍ରସଂଶିତ ହୋଇଥିଲେ ଏବଂ ଉପସ୍ଥିତ ଛାତ୍ର ଛାତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମକୁ ଭରପୁର ଉପଭୋଗ କରିଥିଲେ। ପରିଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ପରିବେଷଣ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଜିଲ୍ଲା ସ୍ତରରୁ ଉନ୍ନୀତ, ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କର ଯାଇଥିଲା । ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳ ଶ୍ରୀ ବିନୀତ ଭରଦ୍ବାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ଏସ. ସୁଶ୍ରୀ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, , ଅତିରିକ୍ତ ଜିଲ୍ଲାପାଳ , ଶ୍ରୀ ଦୌଲତ ଚନ୍ଦ୍ରକାର, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଅଭିମନ୍ୟୁ ବେହେରା, ବାରିପଦା ଉପାଜିଲ୍ଲପାଳ, ଶ୍ରୀ ଈଶ୍ବର ଚନ୍ଦ୍ର ନାୟକ, ଜ଼ିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ରଜନୀ କାନ୍ତ ସ୍ୱାଇଁ , ଜ଼ିଲ୍ଲା ପରିଷଦ ଅତିରିକ୍ତ ଉନ୍ନୟନ ଅଧିକାରୀ ଶ୍ରୀ ଦେବାଶିଷ ମହାପାତ୍ର , ବାରିପଦା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ, ଶ୍ରୀ ବସନ୍ତ କୁମାର ସେଠି, , ଆଇ.ଟି.ଡ଼ି.ଏ.. ପି.ଏ, ଶ୍ରୀ ରାମଚନ୍ଦ୍ର ହାଁସଦା , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି ,ଜିଲ୍ଲା ସଂସ୍କୃତି ଅଧିକାରୀ, ଶ୍ରୀ ଅନନ୍ତ ସେଠୀ, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅବନୀ ମୋହନ ମହାନ୍ତି, ଜିଲ୍ଲା ଶିଶୁ ବିକାଶ ଅଧିକାରିଣୀ, ମମତାମୟୀ ବିଶ୍ୱାଳ ଏବଂ ଜିଲ୍ଲା ପ୍ରଶାସନର ସମସ୍ତ କର୍ମଚାରୀ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ନିଜର ଯୋଗଦାନ କରି ଏହାକୁ ସଫଳ କରାଇଥିଲେ। ସୂଚନା ଥାଉକି, ଶ୍ରୀ ଭି.କେ. ପାଣ୍ଡିଆନ ଆଜି ମୟୁରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ମାନଙ୍କ ସହିତ ମଧ୍ୟ ମତବିନିମୟ କରିଛନ୍ତି । ମୟୁରଭଞ୍ଜ ଜିଲ୍ଲାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ୧୦,୨୧୦ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ବାରା ୨,୭୦,୯୦୦ ଏକର ଚାଷଜମି ଜଳସେଚିତ ହୋଇପାରିବ। ସମୀକ୍ଷାରୁ ଜଣାଯାଇଥିଲା ଯେ ୨୦୨୪ ମଇ ସୁଦ୍ଧା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଶେଷ ହେବ ଏବଂ ଦ୍ବିତୀୟ ପର୍ଯ୍ୟାୟ ଜୁନ ୨୦୨୮ ସୁଦ୍ଧା ସଂପୂର୍ଣ୍ଣ ହେବ।ଏହି ଅବସରରେ ଶ୍ରୀ ପାଣ୍ଡିଆନ ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର ବୃହତ ଉଠାଜଳସେଚନ ପ୍ରକଳ୍ପ ଆଦି ପ୍ରମୁଖ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ୩୨୮୨ କୋଟି ଟଙ୍କା ବିନିଯୋଗ ହେଉଥିବା ବେଳେ, ଏହାଦ୍ବାରା ୧,୧୬,୫୦୦ ଏକର ଜମି ଜଳସେଚିତ ହୋଇପାରିବ। ଏହିସବୁ ପ୍ରକଳ୍ପ ଗୁଡିକୁ ତ୍ବରାନ୍ବିତ କରିବା ପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।ଏହାପରେ ସେ ବାରିପଦାରେ ବୁଢାବଳଙ୍ଗ ଉପରେ ନିର୍ମାଣାଧୀନ ନଦୀ ବନ୍ଧ ଏବଂ ରିଂଗ ରୋଡ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିପାଇଁ ୧୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାସହିତ ୭୨.୬୩ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ଘାଟି ରାସ୍ତା, ବାରିପଦାରେ ୪୮ କୋଟି ଟଙ୍କା ବ୍ୟୟରେ ବୁଢାବଳଙ୍ଗ ନଦୀ ଉପରେ ବୃହତ ସେତୁର ନିର୍ମାଣ, ୩୦୬ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ବାରିପଦା ଠାରେ ୪୭.୩୫ କୋଟି ଟଙ୍କା ବ୍ୟୟରେ ଏକ କ୍ୟାନସର ହସ୍‌ପିଟାଲ ନିର୍ମାଣ ଆଦି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରି ସମସ୍ତ ପ୍ରକଳ୍ପକୁ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।ଏହି ଅବସରରେ ଶ୍ରୀ ପାଣ୍ଡିଆନଙ୍କ ମୟୁରଭଂଜକୁ ପୂର୍ବରୁ କରିଥିବା ଗସ୍ତ ପରେ ଆରମ୍ଭ ହୋଇଥିବା କେତେକ ପ୍ରକଳ୍ପର ମଧ୍ୟ ସେ ସମୀକ୍ଷା କରିଥିଲେ  ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ଵାଳ ଙ୍କ ରିପୋର୍ଟ୍ 

Related posts

ପ୍ରକାଶ ପାଇଲା ଗଳ୍ପ ପ୍ରତିଯୋଗିତାର ଫଳାଫଳ, ପ୍ରଥମ ସ୍ଥାନରେ ରଞ୍ଜୁଲତା

masiha

ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

Sunil Chandra Nayak

74ତମ ସାଧାରଣ ତନ୍ତ୍ର ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort