ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରା ଠାରେ ବିକଶିତ ଭାରତ ସଂକଳ୍ପ ରଥକୁ ସ୍ୱାଗତ ଓ ସଚେତନତା କାର୍ଯ୍ୟକ୍ରମ

କୋକସରା ଠାରେ ବିକଶିତ ଭାରତ ସଂକଳ୍ପ ରଥକୁ ସ୍ୱାଗତ ଓ ସଚେତନତା କାର୍ଯ୍ୟକ୍ରମ

କୋକସରା,୨୩/୧୨ // କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କୋକସରା ସଦର ପଞ୍ଚାୟତ ଠାରେ ବ୍ଲକ ପ୍ରଶାସନ ଓ ପଞ୍ଚାୟତ ପକ୍ଷରୁ ବିକଶିତ ଭାରତ ସଂକଳ୍ପ ରଥକୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି। କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ, ଓଏଲଏମ ବ୍ଲକ ସଂଯୋଜକ ସୁରେଶ ରାଉତ, ପୋଷ୍ଟାଲ କର୍ମଚାରୀ ଏମ. ଗଇନ୍ତା, ତପନ ପଟ୍ଟନାୟକ, ଅନ୍ତରାମ ପାତ୍ର ଓ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ସ୍ୱାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ଜନ ହିତକର ଯୋଜନା ସମ୍ପର୍କରେ ସଚେତନ କରାଯାଇଛି।ମଞ୍ଚ ପରିଚାଳନା ତ୍ରିଲୋଚନ ବାଗ କରିଥିବା ବେଳେ ପିଇଓ ଭବିଷ୍ୟତ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ଧର୍ମଗଡ଼ ମହିଳା କଲେଜରେ ସାଇବର ଆଇନ ସଚେତନତା କାର୍ଯ୍ୟକ୍ରମ

masiha

ଶ୍ରୀଜଗନ୍ନାଥ ସୌରଭ ସମ୍ଭାର ହିନ୍ଦୀ ପୁସ୍ତକ ଓ “ଶ୍ରୀଜଗନ୍ନାଥ ରଥଯାତ୍ରା ଉତ୍ସବ” ଶାସ୍ତ୍ର ଓ ସଂସ୍କୃତି ସମ୍ବନ୍ଧୀୟ ଆନ୍ତର୍ଜାତୀୟ ଆଲୋଚନା ଚକ୍ର ଅନଷ୍ଠିତ

Sunil Chandra Nayak

ସାଧାରଣ ନିର୍ବାଚନ ପ୍ରସ୍ତୁତି, ପୁଲିଂ ଓ ପ୍ରିଜାଇଡିଂ ଅଧିକାରୀଂକୁ ତାଲିମ ଉଦଯାପିତ

masiha

Leave a Comment

error: Content is protected !!