ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁରରେ ସ୍ବାମୀ ବିବେକାନନ୍ଦଙ୍କ ୧୭୨ ତମ ଜୟନ୍ତୀ ପାଳିତ

ରାଇରଙ୍ଗପୁରରେ ସ୍ବାମୀ ବିବେକାନନ୍ଦଙ୍କ ୧୭୨ ତମ ଜୟନ୍ତୀ ପାଳିତ

 ମୟୂରଭଞ୍ଜ- ୧୨/୦୧ ( ମସିହା)ମୟୂରଭଞ୍ଜ ଜିଲ୍ଲାର ଅଗ୍ରଣୀ ଘରୋଇ ଶିକ୍ଷା ଅନୁଷ୍ଠାନ ବିବେକାନନ୍ଦ ଶିକ୍ଷା କେନ୍ଦ୍ରରେ ସ୍ବାମୀ ବିବେକାନନ୍ଦଙ୍କ ୧୭୨ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମା’ ସାରଦା ଆଶ୍ରମର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଯେନା, ସମାଜସେବୀ ଓ ବିଶିଷ୍ଟ ଉଦଘୋଷକ ମନମୋହନ ପରମାଣିକ, ବିଦ୍ୟାଳୟ ଅଧ୍ୟକ୍ଷ ଅଶ୍ବିନୀ କୁମାର , ରାଇରଙ୍ଗପୁର ସଂଗୀତ ନାଟକ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ଗୁରୁ ମେଘନାଦ ଯୋଗ ଦେଇ ସ୍ଵାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ପୁଷ୍ମମାଲ୍ଯ ଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି ସ୍ବାମୀ ବିବେକାନନ୍ଦଙ୍କ ଜଈଵନଚର୍ଯ୍ଯଆ କହିଥିଲେ ।ଚିକାଗୋରେ ତାଙ୍କର ତଏଜସ୍ବଇନଈ ଭାଷଣରେ ସମଗ୍ର ଵିଶ୍ଵ ଚକିତ ହୋଇଥିଲା ତଦସହ ଭାରତର ଏକ ନିଆରା ଛବି ବିଶ୍ଵ ଦରବାରରେ ସୃଷ୍ଟି କରିଥିଲେ ।ପରେ ଛାତ୍ର ଛାତ୍ରୀଙ୍କ ଦ୍ଵାରା ନୃତ୍ୟ, ସଂଗୀତ,କଓତଉକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ । ଶିକ୍ଷକ ଅଶାନ୍ତ ମହାନ୍ତ, ଏବଂ ଅନ।ମ ଶିକ୍ଷକ, ଶିକ୍ଷୟିତ୍ରୀ ପରିଚାଳନାରେ ସହଯୋଗ କରିଥିଲେ ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ବିଧାୟକ ପ୍ରତିନିଧି ଙ୍କ ଦ୍ଵାରା ମା ଗୃହରେ ଥିବା ପ୍ରସୂତୀ ମା ମାନଙ୍କୁ ନିତ୍ୟ ବ୍ୟବହାର କରୁଥିବା ସମାଗ୍ରୀ ସହ ଫଳ ବଣ୍ଟନ 

Sunil Chandra Nayak

ଢେଙ୍କାନାଳ ପୌରାଞ୍ଚଳ ଅନ୍ତର୍ଗତ ୩ ନମ୍ବର ୱାର୍ଡର ନନ୍ଦିନୀ ଶତପଥୀ ଶିଶୁ ଉଦ୍ୟାନ କାର୍ଯ୍ୟର ଅଗ୍ରଗତି

Sunil Chandra Nayak

ଝରାଡିହି ଵହଳଦା ରୋଡ଼ ଷ୍ଟେସନରେ ଟ୍ରେନ ଦୁର୍ଘଟଣାରେ ବୃଦ୍ଧ ମୃତ

masiha

Leave a Comment

error: Content is protected !!