ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷା ସାହିତ୍ୟ ସୃଜନଶୀଳତା ଉତ୍ସବ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଭାଷା ସାହିତ୍ୟ ସୃଜନଶୀଳତା ଉତ୍ସବ

ରାଉରକେଲା/ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ କଳା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସମଗ୍ର ଦେଶ ବିଦେଶରେ ଆୟୋଜିତ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ତଥା ଵିଦ୍ଯାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଓ.ଏସ୍.ଏ.ପି ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ପୁରସ୍କାର ପ୍ରାପ୍ତ କୃତି ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ନାୟକ ଙ୍କ ସଭାପତିତ୍ବରେ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

        ଏହି କାର୍ଯ୍ୟକ୍ରମ ରେ ପ୍ରଥମ ପର୍ଯ୍ୟାୟରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କୃତି ଶିକ୍ଷକ ତଥା ଇସ୍ପାତ ସାହିତ୍ୟ ସଂସଦର ସଭାପତି ବ୍ରଜେନ୍ଦ୍ର ଦାଶ ମୁଖ୍ୟ ଅତିଥି , ସମ୍ମାନିତ ଅତିଥି ଭାବେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ରହିଥିଲେ। ଅତିଥି ଗଣ ଙ୍କୁ ପୁଷ୍ପଗୁଚ୍ଛ ସହ ସ୍ୱାଗତ, ପ୍ରଦୀପ ପ୍ରଜ୍ଜ୍ୱଳନ, ଅତିଥି ପରିଚୟ ପ୍ରଦାନ ପରେ ପ୍ରଧାନ ଶିକ୍ଷକ ଶ୍ରୀ ନାୟକ କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟରେ ନିଜର ପ୍ରାରମ୍ଭିକ ଅଭିଭାଷଣ ରଖିଥିଲେ। ମୁଖ୍ୟ ଅତିଥି ଶ୍ରୀ ଦାଶ ମାତୃଭାଷା ଓଡ଼ିଆ ର ଓଡ଼ିଆ ଜାତି ପ୍ରତି ଅବଦାନ ସମ୍ଵନ୍ଧରେ ଉଦବୋଧନ ଦେଇ ଵିଦ୍ଯାର୍ଥୀ ମାନଙ୍କୁ ନିଜର ମା, ମାଟି ଓ ମାତୃଭାଷା ପ୍ରତି କୃତଜ୍ଞ ହେବାକୁ ଉପଦେଶ ଦେଇଥିଲେ। ଏହାପରେ ସୃଜନୀ, ଜିଜ୍ଞାସା, କୌଶଳୀ ଓ କ୍ରୀଡାଙ୍ଗନ କ୍ଲବ୍ ର ଵିଦ୍ଯାର୍ଥୀ ମାନଙ୍କୁ ନେଇ ଗଳ୍ପ ଲିଖନ, ଗଳ୍ପ ପଠନ ଓ କବିତା ଆବୃତ୍ତି ପ୍ରତିଯୋଗିତା ହୋଇ କୃତି ପ୍ରତିଯୋଗୀ ଚୟନ କରାଯାଇଥିଲା। ଦ୍ବିତୀୟ ପର୍ଯ୍ୟାୟରେ ମୁଖ୍ୟ ଅତିଥି ଭାବେ ଭାଷା ବିକାଶ ମଞ୍ଚର ଆବାହକ ଆର୍ତ୍ତତ୍ରାଣ ମହାପାତ୍ର ତଥା ସମ୍ମାନିତ ଅତିଥି ଭାବେ ଇସ୍ପାତ ସାହିତ୍ୟ ସଂସଦର ସାଧାରଣ ସମ୍ପାଦକ ନୃସିଂହ ଚରଣ ବିଶ୍ୱାଳ ଓ ବିଶିଷ୍ଟ ଶିକ୍ଷାବିତ୍ ତଥା ଅବସରପ୍ରାପ୍ତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ କୁଞ୍ଜବିହାରୀ ରାଉତ ଯୋଗଦାନ ଦେଇ ଵିଦ୍ଯାର୍ଥୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ସଭିଏ ପ୍ରାଚୀନ ତଥା ସମୃଦ୍ଧ ଓଡ଼ିଆ ଭାଷା ସାହିତ୍ୟର ମହତ୍ତ୍ଵ ବିଷୟରେ ଉଲ୍ଲେଖ କରିବାକୁ ଯାଇ ଵିଦ୍ଯାର୍ଥୀ ମାନଙ୍କୁ ସେହି ଭାଷା ସାହିତ୍ୟର ଜାଗ୍ରତ ପ୍ରହରୀ ବୋଲି ଅଭିହିତ କରିଥିଲେ। ଏହି ଅବସରରେ ନିମନ୍ତ୍ରିତ ଅତିଥି ଗଣଙ୍କୁ ଵିଦ୍ଯାଳୟ ତରଫରୁ ଉତ୍ତରୀୟ ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ ଶିକ୍ଷକ ଉମାକାନ୍ତ କରଣ ଙ୍କ ଧନ୍ୟବାଦ ଅର୍ପଣ ପରେ ସଭାକାର୍ଯ୍ୟ ସାଙ୍ଗ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଵିଦ୍ଯାଳୟ ର ବରିଷ୍ଠ ଶିକ୍ଷକ ରାମଚନ୍ଦ୍ର ମିଶ୍ର, ବିକାଶ ଚନ୍ଦ୍ର ମହାନ୍ତି, ସୁଶାନ୍ତ କୁମାର ବିଶ୍ବାଳ, ପ୍ରତାପ କୁମାର ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ବେହେରା, ରବିନାରାୟଣ ପାତ୍ର, ଅଚଳା ମିଶ୍ର, ରୋହିଣୀ ରାଉତ ଓ ସୁଶ୍ରୀ ସମୀକ୍ଷା ସହଯୋଗ କରିଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଗୋରୁମହିଷାଣୀ ଅଂଚଳର ଯୁବକ ନିଖୋଜ

Sunil Chandra Nayak

ଯୁବ ଚେତନାର ଅମୃତ ସ୍ୱର : ଜ୍ଞାନ ରଂଜନ ସାହୁ

Sunil Chandra Nayak

ମଞ୍ଚାଗାଁ ଗ୍ରାମ ପାଞ୍ଚାୟତ ର ଜଳ ବନ୍ଦୀ ଅଞ୍ଚଳ ଅଧିକାରୀମାନଙ୍କ ପର୍ଯ୍ୟଟନ ସ୍ଥଳୀ :ବିକାଶ ସ୍ୱପ୍ନ ୬ ଗ୍ରାମ ବାସୀଙ୍କ ପାଇଁ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort