ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୀ ଧିମନ୍ ଚକମା, ଆଇଏଏସ ଧର୍ମଗଡ ର ନୂତନ ଉପଜିଲ୍ଲାପାଳ

ଶ୍ରୀ ଧିମନ୍ ଚକମା, ଆଇଏଏସ ଧର୍ମଗଡ ର ନୂତନ ଉପଜିଲ୍ଲାପାଳ

ଶ୍ରୀ ଧିମନ୍ ଚକମା, ଆଇଏଏସ ଧର୍ମଗଡ ର ନୂତନ ଉପଜିଲ୍ଲାପାଳ ଭାବେ ଯୋଗ ଦେବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୧ ବ୍ୟାଚର ଆଇଏଏସ ଶ୍ରୀ ଧିମନ୍ ଚକମା ଏଥି ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାର ବାରିପଦା ଠାରେ ଜଣେ ଆଇଏଫଏସ ଅଧିକାରୀ ଭାବେ ଅବସ୍ଥାପିତ ଥିଲେ।
ସୂଚନାଯୋଗ୍ୟ ଯେ, ବେଦ ଭୂଷଣ, ଆଇଏଏସ ବଦଳି ହେବା ପରେ ଦୀର୍ଘ ଛଅ ମାସ ହେଲା ଧର୍ମଗଡ ଉପଜିଲ୍ଲାପାଳ ପଦବୀ ଖାଲି ପଡିଥିଲା।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

୮୫ ବର୍ଷୀୟ ବୃଦ୍ଧକୁ ଚାଉଳ କେନ୍ଦ୍ରକୁ ରିକ୍ସା ରେ ବୋହି ଆଣିଲେ ସମ୍ପର୍କୀୟ 

masiha

ଚେମ୍ବର ଅଫ କମର୍ସ ର ତ୍ରୟ ମାସିକ ବୈଠକ , ଅନଲାଇନ ବେପାର କୁ ନେଇ ଚିନ୍ତା ବ୍ୟକ୍ତ କଲା ସଂଘ 

Sunil Chandra Nayak

ବରାଡ଼ଙ୍ଗା ପଞ୍ଚାୟତରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!