ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମହାମାୟା କଲେଜରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ

ମହାମାୟା କଲେଜରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ

ନୂଆପଡା ଜିଲ୍ଲା ଖଡ଼ିଆଳ ସହର ସ୍ଥିତ ମହାମାୟା ଯୁକ୍ତ ଦୁଇ ପବ୍ଲିକ ସ୍କୁଲ ଠାରେ ୭୫ ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଟଙ୍କଧର ସାହୁଙ୍କ ତତ୍ୱାବଧାନରେ କଲେଜର ପ୍ରିନ୍ସିପାଲ ସୁନୀତା ତିୱାରୀ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ବ୍ଳକ ସ୍ତରୀୟ ପ୍ରତିଯୋଗିତାରେ ମହାମାୟା କଲେଜର ସଂଗୀତ ପ୍ରତିଯୋଗିତାରେ ରୁଆନା ନନ୍ଦ ପ୍ରଥମ, ହିନ୍ଦୀ ଭାଷଣ ପ୍ରତିଯୋଗିତାରେ ମନ୍ଦାକିନୀ ବେହେରା ପ୍ରଥମ, ହିନ୍ଦୀ ଭାଷଣ ପ୍ରତିଯୋଗିତାରେ ଆରୁଷି ଅଗ୍ରୱାଲ ଦ୍ଵିତୀୟ, ନୃତ୍ୟ ପ୍ରତିଯୋଗିତା ଝାଙ୍କି ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀ ମାନେ ପ୍ରଥମ, ପ୍ୟାରେଡ଼ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିଥିବାରୁ ପ୍ରିନ୍ସିପାଲ ସୁନୀତା ତିୱାରୀ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ନୂଆପଡ଼ା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

କମି ଯାଉଛି ଭୁତଳ ଜଳସ୍ତର, ପର୍ଯ୍ୟାପ୍ତ ହୋଇପାରୁନି ବସୁଧା ଜଳ, ଷ୍ଟାଣ୍ଡପୋଷ୍ଟ ଥାଇ ସୁଦ୍ଧା ମିଳି ପାରୁନି ପାନୀୟ ଜଳ, ପାଣି ଟେଙ୍କର ମାଧ୍ୟମରେ 5ଟି ପଞ୍ଚାୟତରେ ଯୋଗାଣ ହେଉଛି ପାନୀୟ ଜଳ

କଳାହାଣ୍ଡି ରେ 5G !  ପେରମଞ୍ଜି, ରାଣୀଡୁମେର, ସିରମସ୍କା,ଓ ଗୋପାଳପୁର ଠାରେ 5G ଟାଓ୍ବାର ଉଦଘାଟନ

Sunil Chandra Nayak

ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ୱ ଯୁବ ଦିବସ -୨୦୨୬ ପାଳିତ

Sunil Chandra Nayak

Leave a Comment

error: Content is protected !!