ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅବିନାଶ ପାଢ଼ୀ ଓପି ଏସ ସି ଡାକ୍ତରୀ ପରୀକ୍ଷାରେ ଜିଲ୍ଲାରେ ପ୍ରଥମ ସ୍ଥାନ ,ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ

ଅବିନାଶ ପାଢ଼ୀ ଓପି ଏସ ସି ଡାକ୍ତରୀ ପରୀକ୍ଷାରେ ଜିଲ୍ଲାରେ ପ୍ରଥମ ସ୍ଥାନ ,ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ

ଚିଲିଗୁଡ଼ା / କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକର ଶିକ୍ଷକ ଚମରୁ ଲାଲ ପ।ଢ଼ି ଏବଂ ଶ୍ରୀମତୀ ନାମିତ ଦାସ ଙ୍କ ସୁପୁତ୍ର ଅବିନାଶ ପାଢ଼ୀ ଚଳିତ ଓପି ଏସ ସି ଦ୍ୱାରା ପରିଚାଳିତ ଡାକ୍ତରୀ ପରୀକ୍ଷାରେ କଳାହାଣ୍ଡି ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଯୋଗୁ କଳାହାଣ୍ଡି ଜିଲ୍ଲା ବସି ଗର୍ବିତ ।ଏନେଇ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ବ।ର୍ତ୍ତ। ର ସୁଅ ଝୁଟୁ ଥିବା ଜଣା ପଡ଼ିଛି ।ବର୍ତ୍ତମାନ ସେ କଳାହାଣ୍ଡି ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଙ୍କ ଦ୍ଵାରା ନିଯୁକ୍ତି ହୋଇ ଜୁନାଗଡ଼ ସି ଏ ଚ ସି ରେ କାର୍ଯ୍ୟରତ ଅଛନ୍ତି ।

ସୁନ୍ଦର ମୋହନ ଛତ୍ରିଆ ଙ୍କ ରିପୋର୍ଟ୍ 

Related posts

କଳାହାଣ୍ଡି ଓକିଲ ସଂଘ ସଭାପତି ସନ୍ତୋଷ ପଣ୍ଡା ଓ ସମ୍ପାଦକ ନିହାର ମିଶ୍ର 

Sunil Chandra Nayak

ଆଞ୍ଚଳିକସ୍ତରୀୟ ଭାରତ କୋ ଜାନୋ କୁଇଜ ପ୍ରତିଯୋଗିତା ଆୟୋଜିତ 

masiha

ଆମ ହସ୍ପିଟାଲ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଅଭାସି ମାଧ୍ୟମରେ କଲେ ଉଦ୍ଘାଟନ…

masiha

Leave a Comment

error: Content is protected !!